Posted inଜାତୀୟ

ଦିଲ୍ଲୀ ଦଙ୍ଗାର ଅଭିଯୁକ୍ତ ଉମର ଖାଲିଦ୍‌ଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୧୨।୧୨: ଦିଲ୍ଲୀ ଦଙ୍ଗା ମାମଲାରେ ଗିରଫ ହୋଇଥିବା ଜେଏନ୍‌ୟୁ ଛାତ୍ର ଅଭିଯୁକ୍ତ ଉମର ଖାଲିଦଙ୍କୁ କୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସୋମବାର ଦିଲ୍ଲୀର କର୍କାଡୋମା କୋର୍ଟ ଉମର ଖାଲିଦଙ୍କୁ ଏକ ସପ୍ତାହ ପାଇଁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଭଉଣୀଙ୍କ ବିବାହରେ ଯୋଗଦେବା ପାଇଁ କୋର୍ଟ ତାଙ୍କୁ ଏହି ଜାମିନ ପ୍ରଦାନ କରିଥିବା ଜଣାପଡ଼ିଛି। ସୂଚନା ମୁତାବକ, ବିବାହରେ ଯୋଗଦେବା ପାଇଁ ଅଭିଯୁକ୍ତ ଉମର ଦୁଇ ସପ୍ତାହ ପାଇଁ କୋର୍ଟରୁ ଜାମିନ ମାଗିଥିଲେ। କିନ୍ତୁ କୋର୍ଟ ଏକ ସପ୍ତାହ ଅର୍ଥାତ ଡିସେମ୍ବର ୨୩ରୁ ୩୦ ଡିସେମ୍ବର ପର୍ଯ୍ୟନ୍ତ ଜାମିନ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri