Posted inଖେଳ

କନ୍ୟା ସନ୍ତାନର ପିତା ହେଲେ ଏହି ଲୋକପ୍ରିୟ କ୍ରିକେଟର

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ଦ୍ରୁତ ବୋଲର ଉମେଶ ଯାଦବଙ୍କ ଘରକୁ ଆସିଛି ନୂଆ ଅତିଥି। ଯାଦବଙ୍କ ପତ୍ନୀ ଶୁକ୍ରବାର ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି। ଯାଦବଙ୍କ ଏକ ବେବି ଗର୍ଲ ଜନ୍ମ ନେଇଛି। ଏଥିପାଇଁ ତାଙ୍କୁ ଶୁଭକାମନା। ଆଶା କରୁଛି ଯାଦବ ଶୀଘ୍ର ସୁସ୍ଥ ହୋଇ ପଡ଼ିଆକୁ ଫେରିବେ ବୋଲି ବିସିସିଆଇ କହିଛି।

ପ୍ରକାଶ ଯେ, ଆହତ ସମସ୍ୟା ଯୋଗୁ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟରେ ଭାରତୀୟ ଦଳରେ ପରିବର୍ତ୍ତନସ୍ବରୂପ ଯାଦବଙ୍କ ସ୍ଥାନରେ ଟି ନଟରାଜନଙ୍କୁ ସୁଯୋଗ ମିଳିଛି। ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଶାର୍ଦ୍ଦୁଳ ଠାକୁରଙ୍କୁ ମହମ୍ମଦ ଶାମୀଙ୍କ ବିକଳ୍ପ ଭାବେ ଚୟନ କରାଯାଇଥିଲା। ଏବେ ଶାମି ଏବଂ ଯାଦବ ଉଭୟ ବାଙ୍ଗାଲୋରର ରାଷ୍ଟ୍ରୀୟ କ୍ରିକେଟ ଏକାଡେମୀରେ ଅଭ୍ୟାସ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri