Posted inଖେଳ

ବର୍ଡର-ଗାଭାସ୍କର ସିରିଜ ମଝିରେ ଶୋକରେ ବୁଡ଼ିଲା ଟିମ୍‌ ଇଣ୍ଡିଆ, ପିତାଙ୍କୁ ହରାଇଲେ ଏହି…

ନୂଆଦିଲ୍ଲୀ,୨୩।୨: ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ସିରିଜ ମଧ୍ୟରେ ଟିମ୍‌ ଇଣ୍ଡିଆର ତାରକା ଦ୍ରୁତ ବୋଲର୍‌ ଉମେଶ ଯାଦବଙ୍କ ଉପରେ ଭାଙ୍ଗିଛି ଦୁଃଖର ପାହାଡ଼। ବୁଧବାର ୭୪ ବର୍ଷ ବୟସରେ ତାଙ୍କ ପିତା ତିଳକ ଯାଦବଙ୍କ ଦେହାନ୍ତ ହୋଇଛି। ସେ କିଛି ମାସ ଧରି ଅସୁସ୍ଥ ଥିଲେ। ଚିକିତ୍ସା ସତ୍ତ୍ୱେ ଅବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଘରକୁ ଫେରାଇ ନିଆଯାଇଥିଲା। ସେଠାରେ ହିଁ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ଉମେଶଙ୍କୁ ବର୍ଡର-ଗାଭାସ୍କର ସିରିଜ ଲାଗି ଦଳରେ ସାମିଲ କରାଯାଇଛି। ପ୍ରଥମ ଦୁଇ ମ୍ୟାଚ୍‌ରେ ତାଙ୍କୁ ସୁଯୋଗ ମିଳି ନ ଥିବା ବେଳେ ଏଭଳି ପରିସ୍ଥିତିକୁ ଦେଖି ସେ ନାଗପୁର ଫେରିବେ ବୋଲି କୁହାଯାଉଛି।

କହିରଖୁଛୁ, ଉମେଶ ଗତ ବର୍ଷ ବାଲାଂଦେଶ ବିପକ୍ଷରେ ଅନ୍ତିମ ମ୍ୟାଚ୍‌ ଖେଳିଥିଲେ। ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ସେ ମୋଟ ୭ ଉଇକେଟ ନେଇଥଇଲେ। ଏହାପରେ ସେ ରଣଜୀ ଟ୍ରଫିରେ ବିଦର୍ଭ ବନାମ ପଞ୍ଜାବର ମୁକାବିଲାରେ ସାମିଲ ହୋଇଥିଲେ। ହେଲେ ତାଙ୍କୁ ବୋଲିଂ କରିବାର ସୁଯୋଗ ମିଳି ନ ଥିଲା। ଏହା ପରେ ସେ ଅଷ୍ଟ୍ରେଲିଆ ବିପକ୍ଷ ୪ ମ୍ୟାଚ ଟେଷ୍ଟ ସିରିଜରେ ଭାରତୀୟ ଦଳରେ ଅନ୍ତର୍ଭୁକ୍ତ ହୋଇଥିଲେ। ଯଦି ଆମେ ଉମେଶଙ୍କ କ୍ରିକେଟ କ୍ୟାରିୟର ବିଷୟରେ କହିବା, ତେବେ ସେ ମୋଟ ୫୪ ଟେଷ୍ଟ ମ୍ୟାଚ ଖେଳିଥିବାବେଳେ ୧୬୫ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri