କପିଲଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ସୁମୋନା, କହିଲେ କପିଲ ମୋତେ…

କମେଡି କିଂ ‘କପିଲ ଶର୍ମା ଶୋ’ ଲୋକପ୍ରିୟ ସିରିଏଲ ମଧ୍ୟରୁ ଅନ୍ୟତମ । ଅବଶ୍ୟ, ଗତ କିଛି ବର୍ଷ ମଧ୍ୟରେ ଅନେକ ବାଦ ବିବାଦ ଦେଖାଦେଇଛି । ନିକଟରେ ‘ଦ କଶ୍ମୀର ଫାଇଲ୍ସ’ର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ କପିଲଙ୍କ ଉପରେ ଅଭିଯୋଗ ଆଣିଥିଲେ। କପିଲ ତାଙ୍କ ଫିଲ୍ମର ପ୍ରମୋଶନ କରିବାକୁ ମନା କରି ଦେଇଥିବା ବିବେକ ନିଜେ ସୋସିଆଲ ମିଡିଆରେ ଲେଖିଥିଲେ। ପରେ ଶୋ’କୁ ବନ୍ଦ କରିବା ନେଇ ସୋସିଆଲ ମିଡିଆରେ ଦାବି ହୋଇଥିଲା। ମାତ୍ର ବର୍ତ୍ତମାନ ଶୋ’ରେ କପିଲ ଶର୍ମାଙ୍କ ସ୍ତ୍ରୀ ଭୂମିକାରେ ଅଭିନୟ କରୁଥିବା ସୁମୋନା ଚକ୍ରବର୍ତ୍ତୀ ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ବର୍ତ୍ତମାନ ଚିନ୍ତା କରିବାର କିଛି ନାହିଁ । ଏହା ସହ ତାଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି । ଭିଡିଓଟି ବହୁତ ପୂରୁଣା ହୋଇଥିବା ବେଳେ ପ୍ରସିଦ୍ଧ ଲେଖକ ଚେତନ ଭାଗବତ, ଅର୍ଜୁନ କପୁର ଏବଂ ଅଭିନେତ୍ରୀ ଶ୍ରଦ୍ଧା କପୁର ଏହି ଶୋ’ରେ ସେମାନଙ୍କର ଫିଲ୍ମ ‘ହାପ ଗର୍ଲଫ୍ରେଣ୍ଡ’ର ପ୍ରମୋଶନ ପାଇଁ ଆସିଥିଲେ । ଏହି ସମୟରେ କପିଲ ସୁମୋନାଙ୍କୁ ପରିହାସ କରୁଥିବା ଦେଖାଯାଉଥିବା ବେଳେ ସେ କହିଛନ୍ତି କପିଲ ମୋ ପ୍ରତି ଇର୍ଷା କରନ୍ତି । ବାସ୍ତବରେ ଏସବୁ ଶୋ’ର ଏକ ଅଂଶ ଥିଲା ଏବଂ ଏହା ସମସ୍ତଙ୍କୁ ଥଟ୍ଟା ଢଙ୍ଗରେ କୁହାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ନବ୍ୟା ନଭେଲିଙ୍କ ପ୍ରେମ କାହାଣୀ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କ ନାତୁଣୀ ନବ୍ୟା ନଭେଲିଙ୍କ ପ୍ରେମ କାହାଣୀକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି। ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା...

ଇଶାନଙ୍କ ହାତରେ ହଲିଉଡ ପ୍ରୋଜେକ୍ଟ

ମୁମ୍ବାଇ: ‘ଫୋନ ଭୁତ’ ଅଭିନେତା ଇଶାନ ଖଟ୍ଟର ବଲିଉଡ ଇଣ୍ଡଷ୍ଟ୍ରିରେ ଜଲଓ୍ବା ଦେଖାଇ ପାରି ନାହାନ୍ତି ସତ। ହେଲେ ତାଙ୍କ ଅଭିନୟର ଖୁବ୍‌ ପ୍ରଶଂସା କରାଯାଇଛି।...

ଝିଅର ପୋଲ୍‌ ଖୋଲିଲେ ଅମିତାଭ ବଚ୍ଚନ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡପତି ୧୩’ର ହୋଷ୍ଟିଂ କରୁଛନ୍ତି। ପ୍ରତ୍ୟେକ ସିଜିନ୍‌ ପରି ଚଳିତ ସିଜିନ୍‌ ମଧ୍ୟ ଚର୍ଚ୍ଚାରେ ରହୁଛି। ଏହି...

ଜିଆ ଖାନ୍‌ ଆତ୍ମହତ୍ୟା ମାମଲା: ଦୋଷମୁକ୍ତ ହେଲେ ପ୍ରେମିକ ସୂରଜ

ମୁମ୍ବାଇ,୨୮ା୪: ଅଭିନେତ୍ରୀ ଜିଆ ଖାନ୍‌ଙ୍କ ଆତ୍ମହତ୍ୟା ମାମଲାରେ ଶୁକ୍ରବାର ସିବିଆଇର ସ୍ବତନ୍ତ୍ର ଅଦାଲତ ରାୟ ପ୍ରକାଶ ପାଇଛି। ପ୍ରମାଣ ଅଭାବରୁ ଅଭିନେତା ଆଦିତ୍ୟ ପାଞ୍ଚୋଲିଙ୍କ ପୁତ୍ର...

ରବୀନ୍ଦ୍ରନାଥ ଟାଗୋର ଭୂମିକାରେ ଅନୁପମ ଖେର, ଫାଷ୍ଟ ଲୁକ ଶେୟାର କରି କହିଲେ ଏମିତି

ଭେଟେରାନ ଅଭିନେତା ଅନୁପମ ଖେରଙ୍କୁ କିଏ ବା ନ ଚିହ୍ନେ। ତାଙ୍କର ଫିଲ୍ମ ଇଣ୍ଡଷ୍ଟ୍ରିରେ ଦୁଇ ଦଶନ୍ଧିରୁ ଅଧିକ ସମୟର ଅନୁଭୁତି ରହିଛି। ତାଙ୍କ ବୟସର...

‘ଦ କଶ୍ମୀର ଫାଇଲ୍ସ’କୁ ନେଇ ଚର୍ଚ୍ଚାରେ ଥିବା ନିର୍ଦ୍ଦେଶକ ବିବେକଙ୍କ ଲଭ୍‌ଷ୍ଟୋରୀ: କିଛି ଏଭଳି…

ବମ୍ବେ: ଗତ ଶୁକ୍ରବାର ରିଲିଜ ହୋଇଥିବା ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ନୂଆ କୀର୍ତ୍ତିମାନ ରଚୁଛି। ଦର୍ଶକମାନେ ଏହାକୁ ବେଶ ପସନ୍ଦ କରୁଥିବା...

ସରୋଗେସି ରାସ୍ତା ଆପଣାଇଥିଲେ ଶିଳ୍ପା

ମୁମ୍ବାଇ: ଶିଳ୍ପା ସେଟ୍ଟୀ ଗତ ଫେବୃୟାରୀରେ ଏକ କନ୍ୟାସନ୍ତାନର ମା’ ହୋଇଛନ୍ତି। ତେବେ ସରୋଗେସି ରାସ୍ତା ଆପଣାଇବା ସମ୍ପର୍କରେ ସେ କହିଛନ୍ତି ଯେ, ମୁଁ ମୋ...

ପ୍ରଖ୍ୟାତ ଅଭିନେତ୍ରୀଙ୍କ ପରଲୋକ

ଭେଟେରାନ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଯମୁନା ହାଇଦ୍ରାବାଦସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ୮୬ ବର୍ଷ ହୋଇଥିଲା। ସେ ବୟସ ସମ୍ବନ୍ଧୀୟ...

Advertisement
Archives

Model This Week