ଦ କପିଲ ଶର୍ମା ଶୋ’ ଛାଡିଲେ ସୁମୋନା!

ଦ କପିଲ ଶର୍ମା ଶୋ’ ବନ୍ଦ ହେବା ନେଇ କିଛି ଦିନ ହେଲାଣି ଚର୍ଚ୍ଚା ଜୋର ଧରିଛି। ପ୍ରଯୋଜକଙ୍କ ପକ୍ଷରୁ ଶୋ’ ବନ୍ଦ ହେଉଥିବା ନେଇ କୌଣସି ସୂଚନା ଦିଆଯାଇ ନ ଥିବା ବେଳେ ବର୍ତ୍ତମାନ ଶୋ’କୁନେଇ ଏକ ନୂଆ ଖବର ଆସିଛି, ଯାହା ଦର୍ଶକଙ୍କୁ ଶକ୍ତ ଝଟକା ଦେଇଛି । ଅଭିନେତ୍ରୀ ସୁମୋନା ଚକ୍ରବର୍ତ୍ତୀ ଶୋ’ ଛାଡ଼ୁଥିବା ନେଇ ଚର୍ଚ୍ଚା ହେଉଛି। ସୁମୋନା ଏକ ନୂଆ ଶୋ’ରେ ଯୋଗ ଦେଇଛନ୍ତି। ନୂଆ ଶୋ’ ଲାଗି ସେ କପିଲଙ୍କ ଶୋ’ ଛାଡ଼ୁଥିବା କୁହାଯାଉଛି। ସୁମୋନାଙ୍କ ନୂଆ ଶୋ’ର ପ୍ରୋମୋ ମଧ୍ୟ ରିଲିଜ ହୋଇଛି। ଏହା ପରଠାରୁ ସୁମୋନା କପିଲ ଶର୍ମା ଶୋ’ ଛାଡ଼ୁଥିବା ନେଇ ଚର୍ଚ୍ଚା ସୋସିଆଲ ମିଡିଆରେ ଜୋର୍‌ ଧରିଛି। ସୁମୋନା ଏବେ ଏକ ବଙ୍ଗାଳୀ ଟିଭି ଶୋ’ରେ ନଜର ଆସିବେ। ଜି ଜେଷ୍ଟର ଅଫିସିଆଲ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ‘ବଙ୍ଗାଲ ଶୋନା’ ନାମକ ଏକ ଶୋ’ର ପ୍ରୋମୋ ରିଲିଜ କରାଯାଇଛି। ମାତ୍ର ଏବେ ଯାଏ କପିଲ କିମ୍ବା ସୁମୋନାଙ୍କ ପକ୍ଷରୁ ଏନେଇ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri