ଦୁବାଇ,୨୩।୫(ପି.ଟି.): ଭଟିଣ୍ଡାର ଜଣେ ଅମ୍ପାୟର ଯତୀନ କାଶ୍ୟପଙ୍କ ବିରୋଧରେ ଦୁର୍ନୀତି ନିବାରଣ ନିୟମ ଉଲ୍ଲଂଘନ କରିଛନ୍ତି। ୨୦୨୨ରେ କେତୋଟି ଅନ୍ତର୍ଜାତୀୟ ମ୍ୟାଚ୍ ଉପରେ ତଦନ୍ତ ବେଳେ ଏହା ଜଣାପଡ଼ିଥିବା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ସୋମବାର ପ୍ରକାଶ କରିଛି। କାଶ୍ୟପ କି ପ୍ରକାର ଦୋଷ କରିଛନ୍ତି ଆଇସିସି ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ଭାବେ କିଛି ସ୍ପଷ୍ଟ କରିନାହିଁ। କାଶ୍ୟପ କିନ୍ତୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପ୍ୟାନେଲରେ ନାହାନ୍ତି। ପଞ୍ଜାବରେ ସେ ଜିଲାସ୍ତରୀୟ ମ୍ୟାଚ ପରିଚାଳନା କରିଥାନ୍ତି। ହେଲେ କାଶ୍ୟପ ଗତ ୪ ବର୍ଷ ହେଲା ଜିଲା ମ୍ୟାଚ୍ ପରିଚାଳନା କରିନାହାନ୍ତି।
ମୁଖ୍ୟମନ୍ତ୍ରୀ ବସ୍ ଧକ୍କାରେ ୨ ଭାଇ ଗୁରୁତର, ବସ୍କୁ ଜବତ କରି…
ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍…
‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା
ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…
ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…
ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ
ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…
‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…
ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍
ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…
ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…
ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…
ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ
ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…
Archives

