Posted inଖେଳ

ବୁମ୍‌ରାଙ୍କ ରେକର୍ଡ ଭାଙ୍ଗିଲେ ଉମରାନ୍‌

ମୁମ୍ବାଇ,୪।୧: ଭାରତ ବିଜୟର ସହ ବର୍ଷ ଆରମ୍ଭ କରିଛି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି-୨୦ରେ ଟିମ ଇଣ୍ଡିଆ ୨ ରନରେ ଜିତିଥିଲା। ଏହି ମ୍ୟାଚରେ ଭାରତୀୟ ବୋଲରଙ୍କ ପ୍ରଦର୍ଶନ ଅତ୍ୟନ୍ତ ଭଲ ଥିଲା। ଶ୍ରୀଲଙ୍କା ଦଳ ୧୬୨ ରନ ଲକ୍ଷ୍ୟ ହାସଲ କରିପାରି ନ ଥିଲା ଏବଂ ଟିମ ଇଣ୍ଡିଆ ଦୁଇଟି ରନ୍‌ରେ ମ୍ୟାଚ ଜିତିଥିଲା। ଶିବମ ମାଭି ଭାରତୀୟ ଦଳର ବିଜୟର ହିରୋ ଥିଲେ ଏବଂ ଅନ୍ତର୍ଜାତୀୟ ଡେବ୍ୟୁରେ ୪ଟି ଉଇକେଟ ନେଇଥିଲେ। ତେବେ ପେସ୍‌ ବୋଲର୍‌ ଉମରାନ ମଲିକ ମଧ୍ୟ ଭଲ ବୋଲିଂ କରି ଦୁଇଟି ଉଇକେଟ ନେଇଥିଲେ। ମ୍ୟାଚ ପରେ ଉମରାନଙ୍କ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏହି ମ୍ୟାଚ୍‌ରେ ଉମରାନ ୧୫୫ ବେଗରେ ଏକ ବଲ୍‌ ଫିଙ୍ଗିଥିଲେ। ଦ୍ରୁତତମ ବଲ ବୋଲିଂରେ ଉମରାନ ଭାରତୀୟ ବୋଲର୍‌ ଜଶପ୍ରୀତ୍‌ ବୁମ୍‌ରାଙ୍କ ରେକର୍ଡ ଭାଙ୍ଗିଥିଲେ। ବୁମରାଙ୍କ ଦ୍ରୁତତମ ବଲ ଘଣ୍ଟା ପ୍ରତି ୧୫୩.୩୬ କିଲୋମିଟର ବେଗରେ ବୋଲିଂ କରିଥିଲେ। ତାଙ୍କ ପରେ ମହମ୍ମଦ ଶାମି (୧୫୩.୩ କିଲୋମିଟର), ନବଦୀପ ସାଇନି (୧୫୨.୮୫ କିମି)।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?