ଆଇପିଏଲ ଇତିହାସରେ ଦ୍ୱିତୀୟ

ମୁମ୍ବାଇ,୬।୫: ଆଇପିଏଲ ୨୦୨୨ର ୫୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଦ୍ରୁତ ବୋଲର ଉମରାନ୍‌ ମଲିକ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚରେ ଆଇପିଏଲ ଇତିହାସରେ ଦ୍ୱିତୀୟ ଦ୍ରୁତତମ ବଲ୍‌ ବୋଲିଂ କରିଛନ୍ତି।
ଦିଲ୍ଲୀ କ୍ୟାପିଟାଲ୍ସ ଇନିଂସର ୨୦ତମ ଓଭରର ଚତୁର୍ଥ ବଲ୍‌ ଉମରାନ୍‌ ୧୫୭ କିଲୋମିଟର ବେଗରେ ବୋଲିଂ କରିଥିଲେ। ଏହା ଆଇପିଏଲ ଇତିହାସର ଦ୍ୱିତୀୟ ଦ୍ରୁତତମ ବଲ୍‌ ବୋଲିଂ ରେକର୍ଡ। ଆଇପିଏଲ ଇତିହାସରେ ଦ୍ରୁତତମ ବଲ ବୋଲିଂର ରେକର୍ଡ ଅଷ୍ଟ୍ରେଲିଆର ପୂର୍ବତନ ଦ୍ରୁତ ବୋଲର ଶନ ଟେଟ୍‌ଙ୍କ ନାମରେ ଅଛି। ସେ ୨୦୧୧ ଆଇପିଏଲରେ ୧୫୭.୭୧ କିଲୋମିଟର ବେଗରେ ବୋଲିଂ କରିଥିଲେ।

ଆଇପିଏଲ ଇତିହାସରେ ଦ୍ରୁତତମ ବଲ ବୋଲିଂ କରିବାର ରେକର୍ଡ
ଶନ ଟେଟ୍‌ (ଅଷ୍ଟ୍ରେଲିଆ) – ୧୫୭.୭୧ କିମି
ଉମରାନ୍‌ ମଲିକ (ଭାରତ) – ୧୫୭.୦୦ କି.ମି.
ଏନରିକ ନୋର୍ତଜେ(ଦକ୍ଷିଣ ଆଫ୍ରିକା) – ୧୫୬.୨୨ କିମି
ଉମରାନ୍‌ ମଲିକ (ଭାରତ) – ୧୫୬.୦୦ କି.ମି.
ଏନରିକ ନୋର୍ତଜେ (ଦକ୍ଷିଣ ଆଫ୍ରିକା) – ୧୫୫.୨୧ କିମି
ଉମରାନ ମଲିକ (ଭାରତ) – ୧୫୪.୬୦ କି.ମି.

ଦିଲ୍ଲୀ କ୍ୟାପିଟାଲ୍ସର ବ୍ୟାଟିଂ ସମୟରେ ଉମରାନ୍‌ ୨୦ତମ ଓଭରରେ ୧୫୩ କିଲୋମିଟର କିମ୍ବା ତା’ଠାରୁ ଅଧିକ ବେଗରେ ୪ଟି ବଲ ଫିଙ୍ଗିଥିଲେ। ତେବେ ଏହି ଓଭରରେ ଦିଲ୍ଲୀ କ୍ୟାପିଟାଲ୍ସର ବ୍ୟାଟ୍ସମ୍ୟାନ ରୋଭମାନ ପାଓ୍ବେଲ ୧୯ ରନ ସ୍କୋର କରିଥିଲେ। ଏହି ମ୍ୟାଚରେ ଉମରାନ୍‌ ୪ ଓଭରରେ ୫୨ ରନ ଦେଇଥିଲେ। ସେ ଗୋଟିଏ ଉଇକେଟ ମଧ୍ୟ ପାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri