ଜନ୍ମ ଦିନର ଉପହାର: ଜୁଲାଇ ୧୨ ତାରିଖ ଘୋଷଣା ହେଲା ‘ମଲାଲା ଦିବସ’

ଜେନେଭା,୧୨।୭: ମାତ୍ର ୧୭ ବର୍ଷ ବୟସରେ ନୋବେଲ ପୁରସ୍କାର ପାଇଥିବା ମଲାଲା ୟୁସୁଫଜାଇଙ୍କର ଆଜି ହେଉଛି ଜନ୍ମଦିନ। ଏହିଦିନ ଅବସରରେ ଜାତିସଂଘ ମଲାଲାଙ୍କୁ ସମ୍ମାନ ଜଣାଇ ଜୁଲାଇ ୧୨କୁ ମଲାଲା ଡେ’ ଭାବେ ଘୋଷଣା କରିଛି। ତେବେ ମଲାଲା ଦିବସ ପୂର୍ବରୁ ଅତ୍ୟାଚାର ବିରୋଧରେ ଲଢିଥିବା ୨୫ ଜଣ ସାହସୀ ଝିଅଙ୍କ ଉପରେ ଏକ ପୁସ୍ତକ ପ୍ରସ୍ତୁତ ହେବ ବୋଲି ପ୍ରକାଶକମାନେ ମତ ରଖିଛନ୍ତି। HarperCollins Indiaକୁ ଏହି ଦାୟିତ୍ୱ ଦିଆଯାଇଥିବା ବେଳେ ୨୦୨୧ରେ ଏହା ମଲାଲା ପାଣ୍ଠି ଦ୍ୱାରା ପ୍ରକାଶ ପାଇବ ବୋଲି ଜଣାପଡିଛି। ଟେସ୍‌ ଥୋମାସ ଏହାର ସମ୍ପାଦନା କରିଥିବା ବେଳେ ଏହାର ଡିଜିଟାଲ ପ୍ରକାଶନ କରାଯିବ ଓ ଏଥିରେ ସ୍କୁଲ ପିଲାମାନେ କିପରି ସାମ୍ପ୍ରଦାୟିକ ସ୍ଥାନୀୟ ସମସ୍ୟାର ମୁକାବିଲା କରିବେ ଓ ପରବର୍ତ୍ତି ପିଢିକୁ ବାଟ ଦେଖାଇବେ ତାକୁ ଗୁରୁତ୍ୱ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କାର ୨ ସୁରକ୍ଷା ମୁଖ୍ୟଙ୍କୁ ଇସ୍ତଫା ଦେବାକୁ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ

କଲମ୍ବୋ, ୨୫ା୪ : ଶ୍ରୀଲଙ୍କା ବିସ୍ଫୋରଣ ପରେ ରାଷ୍ଟ୍ରପତି ମୈଥ୍ରୀପାଲ ଶିରିସେନା ୨ ମୁଖ୍ୟ ସୁରକ୍ଷା ଅଧିକାରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଷ୍ଟ୍ରପତି ଶିରିସେନା...

ଘରେ ରହିବାକୁ ଅମଙ୍ଗ ଲଣ୍ଡନ ଲୋକେ: ଲକ୍‌ଡାଉନ୍‌ ବଢ଼ିପାରେ ୧୨ ସପ୍ତାହ; ଖିଲାପକାରୀଙ୍କୁ ୯୩ ହଜାର ଜରିମାନା

ଲଣ୍ଡନ,୨୯।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଇଂଲଣ୍ଡରେ ମଧ୍ୟ ଏହାର ପ୍ରଭାବ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌...

ୟେମେନରେ ଆମେରିକା ସେନା ପକ୍ଷରୁ ଏନକାଉଣ୍ଟର, ଅଲକାଏଦା ନେତା କାସିମ ନିହତ

ଓ୍ବାଶିଂଟନ୍‌,୭।୨: ଅଲକାଏଦା ନେତା କାସିମ-ଅଲ-ରିମି ଏନକାଉଣ୍ଟରରେ ନିହତ ହୋଇଛନ୍ତି। ୟେମେନରେ ଚାଲିଥିବା ଆତଙ୍କବାଦ ମୁକାବିଲା ଅଭିଯାନବେଳେ ସେ ନିହତ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ଶ୍ରୀଲଙ୍କାରେ ରାଜପକ୍ଷେଙ୍କ ଦଳକୁ ମିଳିଲା ବହୁମତ, ମୋଦି ଜଣାଇଲେ ଶୁଭେଚ୍ଛା

କଲମ୍ବୋ,୭।୮:ଶ୍ରୀଲଙ୍କା ହୋଇଥିବା ସାଧାରଣ ନିର୍ବାଚନରେ ମହିନ୍ଦ୍ରା ରାଜପକ୍ଷେଙ୍କ ଦଳ ବହୁମତ ହାସଲ କରିଛି। ଏହାସହ ରାଜପକ୍ଷେ ପୁଣିଥରେ ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ହେବା ହେବା ରାସ୍ତା ସଫା...

ବଢୁଛି ବିଶ୍ୱ ତାପନ: କମୁଛି ପେଙ୍ଗୁଇନ୍‌ ସଂଖ୍ୟା

ବୋଷ୍ଟନ୍‌,୧୦।୧୧: ବିଶ୍ୱ ତାପମାନ ଧୀରେଧୀରେ ବଢିବାରେ ଲାଗିଛି। ଏହାର ପ୍ରଭାବରେ ଆଣ୍ଟାର୍କଟିକାରେ ଥିବା ହିମ ପାହାଡ଼ ତରଳିବାରେ ଲାଗିଛି। ଏହା ଯୋଗୁ ଜଳବାୟୁ ପରିବର୍ତ୍ତନ ହେବାରେ...

ଡେଙ୍ଗୁ କବଳରେ ପାକିସ୍ତାନ: ୪୯ ହଜାର ରୋଗୀ ଚିହ୍ନଟ

ଇସ୍‌ଲାମାବାଦ,୧୮।୧୧: ପାକିସ୍ତାନରେ ଏବେ ଅଣାୟତ୍ତ ହେଲାଣି ଡେଙ୍ଗୁ। ଏବେସୁଦ୍ଧା ସେଠାରେ ୪୯ ହଜାର ୫ ଶହ ୮୭ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇ ସାରିଥିବା ସୂଚନା...

ଆମାଜନ୍‌ ସିଇଓଙ୍କ ମହଙ୍ଗା ଛାଡ଼ପତ୍ର: ସ୍ତ୍ରୀଙ୍କୁ ଦେବାକୁ ପଡ଼ିବ ୩୮ ଶହ କୋଟି ଡଲାର

ସାନ୍‌ ଫ୍ରାନ୍ସିସ୍‌କୋ,୩।୭: ଆମାଜନ ସିଇଓ ଜେଫ୍‌ ବେଜୋସ୍‌ ପୃଥିବୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର ଦେବେ। ଏଥିପାଇଁ ସ୍ତ୍ରୀ ମୈକେଜି ବେଜୋସଙ୍କୁ ସେ ୩୮ ଶହ କୋଟି...

ଦାମୀ ବ୍ୟାଗ୍‌

ଡିଜାଇନର୍‌ ତଥା ବ୍ରାଣ୍ଡେଡ୍‌ ହ୍ୟାଣ୍ଡବ୍ୟାଗ୍‌ର ସଉକ ଅଧିକାଂଶ ମହିଳାଙ୍କ ଭିତରେ ରହିଛି। କିନ୍ତୁ ଏମିତି କିଛି ହ୍ୟାଣ୍ଡବ୍ୟାଗ୍‌ ଅଛି, ଯାହାର ଦାମ୍‌ କାହାକୁ ବି କରିଦେବ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *