ଭାରତ-ଚାଇନା ସ୍ଥିତି ନେଇ ଚିନ୍ତା ବ୍ୟକ୍ତ କଲା ଜାତିସଂଘ…

ଜେନେଭା,୧୪।୧୨ : ଅରୁଣାଚଳର ତୱାଙ୍ଗରେ ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ (ଏଲଏସି) ରେ ଭାରତ ଏବଂ ଚାଇନା ସୈନିକଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟର ପ୍ରସଙ୍ଗ ବର୍ତ୍ତମାନ ଅନ୍ତର୍ଜାତୀୟ ସ୍ତରରେ ଚିନ୍ତାର ବିଷୟ ପାଲଟିଛି। ବର୍ତ୍ତମାନ ମିଳିତ ଜାତିସଂଘ ମଧ୍ୟ ଏହି ପ୍ରସଙ୍ଗରେ ଚିନ୍ତା ବ୍ୟକ୍ତ କରି ନିଜର ମତାମତ ଦେଇଛି। ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ଭାରତ-ଚାଇନା ସୀମାରେ ଉତ୍ତେଜନା ହ୍ରାସ କରିବାକୁ କହିଛନ୍ତି।

ଜାତିସଂଘ ମୁଖ୍ୟ ମୁଖପାତ୍ର ଷ୍ଟିଫେନ ଡୁଜାରିକ ଯେତେବେଳେ ଭାରତ ଏବଂ ଚାଇନା ମଧ୍ୟରେ ମୁହାଁମୁହିଁ ହେବାର ଖବର ବିଷୟରେ ପଚରାଗଲା, ସେ କହିଛନ୍ତି, ଆମେ ଗଣମାଧ୍ୟମରେ କିଛି ଖବର ପାଇଛୁ। ଆମେ ଉଭୟ ଦେଶକୁ ସୀମାରେ ଉତ୍ତେଜନା ହ୍ରାସ କରିବାକୁ ଅନୁରୋଧ କରୁଛୁ।

 


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri