ରୁଷିଆ-ୟୁକ୍ରେନ ପରେ ଜାତିସଂଘ ହମାସ-ଇସ୍ରାଏଲ ଯୁଦ୍ଧକୁ ରୋକିବାରେ ବିଫଳ: ଅନ୍ତର୍ଜାତୀୟସ୍ତରରେ ଊଠିଲା ପ୍ରଶ୍ନ…

ଜେନେଭା,୧୬।୧୦ : ଅକ୍ଟୋବର ୭ ରୁ ହମାସ ଏବଂ ଇସ୍ରାଏଲ ମୁହାଁମୁହିଁ ହୋଇଛନ୍ତି। ଏହି ବିବାଦରେ ଏପର୍ଯ୍ୟନ୍ତ ୩୭୦୦ରୁ ଅଧିକ ଲୋକଙ୍କ ଜୀବନ ଗଲାଣି। ଉଭୟ ପାର୍ଶ୍ୱରେ ମାନବିକ ସଙ୍କଟ ଦେଖାଦେଇଛି। ଲୋକମାନେ ନିଜ ଘର ଛାଡି କ୍ୟାମ୍ପରେ ରହିବାକୁ ବାଧ୍ୟ ହେଉଛନ୍ତି। ଏଭଳି ପରିସ୍ଥିତିରେ ମିଳିତ ଜାତିସଂଘର ଭୂମିକାକୁ ନେଇ ପୁଣି ଥରେ ପ୍ରଶ୍ନ ଉଠିଛି।

ଜାତିସଂଘରେ ଇସ୍ରାଏଲର ରାଷ୍ଟ୍ରଦୂତ ଗିଲାଦ ଏର୍ଡାନ ଜାତିସଂଘ ଏବଂ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ହମାସ ପ୍ରତି ଦେଖାଯାଇଥିବା ସମବେଦନା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ଆତଙ୍କବାଦ ବିରୋଧରେ ଲଢୁଥିବା ଦେଶକୁ ତାଗିଦ କରିବା ପାଇଁ ଜାତିସଂଘର ଅଧିକାରୀମାନଙ୍କର କୌଣସି ଅଧିକାର ନାହିଁ।

ରୁଷିଆ-ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ପରେ ଜାତିସଂଘର ଭୂମିକା ପ୍ରତି ପ୍ରଶ୍ନ ଚିହ୍ନ ଉଠିଥିଲା। ଏବେ ହମାସ-ଇସ୍ରାଏଲ ଯୁଦ୍ଧ ପରେ ଜାତିସଂଘ ଉପରେ ମଧ୍ୟ ସମାନ ପ୍ରଶ୍ନ ଉଠିଛି। ଯୁଦ୍ଧ ଆରମ୍ଭ ହେବା ପରେ ଜାତିସଂଘ ଏବଂ ଏହାର ସଂଗଠନଗୁଡ଼ିକ ପଦକ୍ଷେପ ନେବାରେ ପଛଘୁଞ୍ଚା ଦେଇଛନ୍ତି। ଜାତିସଂଘର ଦାୟିତ୍ୱବୋଧ ସ୍ଥାଣୁ ରହିଥିବା ନେଇ ଅନ୍ତର୍ଜାତୀୟସ୍ତରରେ ଆଲୋଚନା ହେଉଛି।

ବାସ୍ତବରେ ମାନବିକ ବ୍ୟାପାର ଏବଂ ଜରୁରୀକାଳୀନ ରିଲିଫ ସଂଯୋଜକ ମାର୍ଟିନ ଗ୍ରିଫିଥସ ଅଣ୍ଡର ସେକ୍ରେଟେରୀ ଜେନେରାଲ ଏକ ସୋସିଆଲ ମିଡିଆ ପୋଷ୍ଟ କରିଛନ୍ତି। ଏହି ପୋଷ୍ଟରେ ସେ କହିଛନ୍ତି ଗାଜା ଉପରେ ମୃତ୍ୟୁର ଛାୟା ସୃଷ୍ଟି ହୋଇଛି। ଜଳ, ବିଦ୍ୟୁତ, ଖାଦ୍ୟ ଏବଂ ଔଷଧ ବିନା ହଜାର ହଜାର ଲୋକ ମରିବେ ବୋଲି ସ୍ପଷ୍ଟ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri