ନାରୀ ଶିକ୍ଷା ଉପରେ ଏବେ ଗୁରୁତ୍ୱ ଦେବ ତାଲିବାନ

କାବୁଲ,୧୬ ।୧୦: ତାଳିବାନ ଶାସନ କାଳରେ ମହିଳା ଓ କନ୍ୟା ସନ୍ତାନଙ୍କୁ ସେମାନଙ୍କ ସୁରକ୍ଷା ଓ ଅଧିକାରକୁ ନେଇ ସବୁଠାରୁ ଧିକ ଚିନ୍ତା ଘାରିଛି । କାରଣ ତାଲିବାନ ସର୍ବଦା ମହିଳା ଓ ବାଳିକାଙ୍କ ଶିକ୍ଷାର ବିରୋଧ କରିଥାଏ । ହେଲେ ଇତିମଧ୍ୟରେ ଜାତିସଙ୍ଘ ଅଧିକାରୀମାନେ ଆଶ୍ୱସ୍ତ ହଲା ଭଳି ଏକ ଖବର ଦେଇଛନ୍ତି । ତାଲିବାନ ଖୁବଶୀଘ୍ର ବାଳିକାଙ୍କ ଶିକ୍ଷାକୁ ଆଗକୁ ବଢାଇବାକୁ ବିଭିନ୍ନ ଅଞ୍ଚଳରେ ମାଧ୍ୟମିକ ବିଦ୍ୟାଳୟ ଖୋଲିବାକୁ ଘୋଷଣା କରିବାକୁ ଯାଉଛି । ଗତ ସପ୍ତାହରେ କାବୁଲ ଗସ୍ତ କରିଥିବା ୟୁନିସେଫର ଉପ କାର୍ଯ୍ୟକାରୀ ନିାର୍ଦ୍ଦଶକ ଉମର ଆବଦି ଜାତିସଂଘ ମୁଖ୍ୟାଳୟରେ ଖବରଦାତାଙ୍କୁ କହିଛନ୍ତି, ତାଲିବାନ ଶିକ୍ଷାମନ୍ତ୍ରୀ ତାଙ୍କୁ କହିଛନ୍ତି କି ଏବେ ତାଲିବାନ ୬ଷ୍ଠରୁ ଅଧିକ ପାଠପଢୁଥିବା ଝିଅମାନଙ୍କୁ ସେମାନଙ୍କ ସ୍କୁଲ ଶିକ୍ଷା ଜାରି ରଖିବାକୁ ଏକ ନୂଆ ରୂପରେଖ ଉପରେ କାମ କରୁଛନ୍ତି । ଯାହାକୁ ୧/୨ ମାସ ମଧ୍ୟରେ ପ୍ରକାଶିତ କରାଯିବ । ତାଲିବାନ ପୂର୍ବରୁ କିଛି ଅଞ୍ଚଳରେ ବାଳିକା ଶିକ୍ଷାକୁ ଅନୁମତି ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଏଇ ଭାରତରେ

ମଧ୍ୟପ୍ରଦେଶ ଷ୍ଟେଟ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଇପିଏସ୍‌ ଅଧିକାରୀ ବୀରେନ୍ଦ୍ର ମିଶ୍ରା ବେଡ଼ିଆ ସମ୍ପ୍ରଦାୟର ପିଲାଙ୍କୁ କୁତ୍ସିତ ପ୍ରଥାରୁ ମୁକୁଳାଇ ସମାଜର ମୁଖ୍ୟ ଧାରାରେ ସାମିଲ କରୁଛନ୍ତି।…

କାହାନ୍ତି ସେ ସାଆନ୍ତାଣୀ

‘ସାଆନ୍ତାଣୀ’ ଏପରି ଏକ ଶବ୍ଦ ଯାହାର ଉଚ୍ଚାରଣରେ କର୍ତ୍ତା ଓ ଗ୍ରହୀତା ଉଭୟେ ଆପ୍ୟାୟିତ ହୁଅନ୍ତି। ଏହି ଶବ୍ଦଟିର ପୂର୍ବରୁ ‘ମାଆ’ ଯୋଡା ହୋଇଗଲେ ତାହା ଅଧିକ…

ବିକାଶ ଦୌଡ଼ରେ ଭାରତ ଓ ଚାଇନା

ବେଳେ ବେଳେ ମନରେ ପ୍ରଶ୍ନ ଆସେ, ବିଜ୍ଞାନ ଓ କାରିଗରି କ୍ଷେତ୍ରରେ ଚାଇନା କିପରି ଏତେ ତୀବ୍ର ବିକାଶ କରିପାରୁଛି। ନିକଟରେ ସମ୍ପନ୍ନ ହୋଇଥିବା ବିଶ୍ୱ ହ୍ୟୁମାନଏଡ୍‌…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?