ମାଲିରେ ଜାତିସଂଘର ଶାନ୍ତି ସେନାଙ୍କ କନଭେ ଉପରେ ଆଇଇଡି ଆକ୍ରମଣ, ୩ ମୃତ ୫ ଆହତ

ବମାକୋ,୨୨ ।୨: ବିଶ୍ୱର ସବୁଠାରୁ ବିପଜ୍ଜନକ ଜାତିସଂଘର ଶାନ୍ତି ମିଶନକୁ ମଙ୍ଗଳବାର ଅର୍ଥାତ୍ ଫେବୃୟାରୀ ୨୧ରେ ବଡ ଝଟକା ଲାଗିଛି । ମଧ୍ୟ ମାଲିରେ ଜାତିସଂଘର ଶାନ୍ତି ରକ୍ଷା ସେନାଙ୍କ କନଭେ ଉପରେ ରାସ୍ତା କଡ଼ରେ ବୋମା ଫିଙ୍ଗା ଯାଇଛି । ଏଥିରେ ୩ ଜଣ ଶାନ୍ତି ରକ୍ଷାକାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଗୁରୁତର ଆହତ ହୋଇଛନ୍ତି ।
ମାଲିରେ ମିଳିତ ଜାତିସଂଘର ବହୁମୁଖୀ ଇଣ୍ଟିଗ୍ରେଟେଡ ଷ୍ଟାବିଲାଇଜେଶନ ମିଶନ୍ ଏକ ଟୁଇଟର ପୋଷ୍ଟରେ କହିଛି ଯେ ମଙ୍ଗଳବାର ଏକ ଆଇଇଡି ଦ୍ୱାରା ଗଓଘଟଝଗଇ କନଭେ ଉପରେ ଆକ୍ରମଣ ହୋଇଛି । ପ୍ରାଥମିକ ରିପୋର୍ଟ ଅନୁଯାୟୀ, ଏହି ଆକ୍ରମଣରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଆହତ ହୋଇଛନ୍ତି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri