Posted inଜାତୀୟ

ହେଲ୍ପ ଏଜ୍‌ ଇଣ୍ଡିଆକୁ ୟୁଏନ୍‌ ପପୁଲେଶନ ଆଓ୍ବାର୍ଡ

ନୂଆଦିଲ୍ଲୀ, ୧୨ା୧୨: ବରିଷ୍ଠ ନାଗରିକଙ୍କ ସାମାଜିକ ସୁରକ୍ଷା ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ହେଲ୍ପ ଏଜ ଇଣ୍ଡିଆକୁ ୟୁଏନ୍‌ ପପୁଲେଶନ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଦ ୟୁନାଇଟେଡ ନେଶନ୍‌ସ ପପୁଲେଶନ ଫଣ୍ଡ(ୟୁଏନ୍‌ଏଫ୍‌ପିଏ), ଇଣ୍ଡିଆର ଭାରତ ପ୍ରତିନିଧି ଆର୍ଜେଣ୍ଟିନା ମାଟାଭେଲ ପିକିନ ହେଲ୍ପଏଜ ଇଣ୍ଡିଆର କାର୍ଯ୍ୟନିର୍ବାହୀ ରୋହିତ ପ୍ରସାଦଙ୍କୁ ମାନପତ୍ର ସହ ସ୍ବର୍ଣ୍ଣପଦକ ଓ ପୁରସ୍କାର ରାଶି ପ୍ରଦାନ କରିଥିଲେ। ବରିଷ୍ଠ ନାଗରିକଙ୍କ ସମସ୍ୟା ବିଶ୍ୱସ୍ତରରେ ଆଲୋଚନାର ପ୍ରସଙ୍ଗକୁ ଆସିବା ଗୌରବର କଥା ବୋଲି ହେଲ୍ପଏଜ ଇଣ୍ଡିଆର ଚେୟାରମ୍ୟାନ କିରଣ କାରନିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀରରେ କଳା ଦିବସ ପାଳନ: ୭୩ ବର୍ଷ ତଳେ ପାକିସ୍ତାନ କରିଥିଲା ଆକ୍ରମଣ

ଶ୍ରୀନଗର, ୨୨।୧୦: ଗୁରୁବାର ଜମ୍ମୁ-କଶ୍ମୀରରେ କଳା ଦିବସ ପାଳନ କରାଯାଉଛି। ୭୩ ବର୍ଷ ତଳେ ୧୯୪୭ ଅକ୍ଟୋବର ୨୨ରେ ପାକିସ୍ତାନ ସୈନ୍ୟ କବାୟଲିଙ୍କ ସହିତ ମିଳିତ...

ଆସିବନି ଚତୁର୍ଥ ଲହର, ଭାରତରେ କରୋନା ଶେଷ ମୁହାଁ, ବିଶେଷଜ୍ଞଙ୍କ ରିପୋର୍ଟ…

ନୂଆଦିଲ୍ଲୀ,୮।୩ : ଭାରତରେ କରୋନାର ତୃତୀୟ ଲହର କ୍ରମାଗତ ଭାବରେ ଦୁର୍ବଳ ହେଉଛି। ବର୍ତ୍ତମାନ ସାରା ଦେଶରେ କରୋନା ସକ୍ରିୟ ମାମଲା ମଧ୍ୟ ୫୦ ହଜାରକୁ...

ମୁସଲମାନ୍‌ ଭାରତମାତାର ସନ୍ତାନ; ସରକାର ନୁହଁନ୍ତି ଅଳ୍ପସଂଖ୍ୟକଙ୍କ ବିରୋଧୀ: ରାଜନାଥ ସିଂ

ନୂଆଦିଲ୍ଲୀ,୨୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଅଳ୍ପସଂଖ୍ୟକଙ୍କ ବିରୋଧୀ ନୁହଁନ୍ତି। ମୁସଲମାନ୍‌ ଭାରତମାତାର ସନ୍ତାନ। ଅଳ୍ପସଂଖ୍ୟକଙ୍କ ମଧ୍ୟରେ କିଛି ରାଜନୈତିକ ଦଳ ପକ୍ଷରୁ ସୃଷ୍ଟି କରାଯାଇଥିବା...

ଏସବୁ ରାଜ୍ୟରେ ହୋଇଛି କରୋନା ଗୋଷ୍ଠୀ ସଂକ୍ରମଣ…

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀ ଥମୁନି। ଦେଶରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ଦେଖିଲେ ଜଣାପଡୁଛି ଯେ, କରୋନାର ଗୋଷ୍ଠୀ ସଂକ୍ରମଣ ଆରମ୍ଭ...

ଚାଷୀଙ୍କ ବିରୋଧରେ ଲାଗିବ ଏନ୍‌ଏସ୍‌ଏ, ମାତ୍ର ଦିଆଯିବନି ଏମ୍‌ଏସ୍‌ପି, ପ୍ରିୟଙ୍କାଙ୍କ କଟାକ୍ଷ…

ଲକ୍ଷ୍ନୌ,୧୯।୧୦: କଂଗ୍ରେସ ପକ୍ଷରୁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଟାର୍ଗେଟ କରାଯାଇଛି। ଏହି ମର୍ମରେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଟୁଇଟ୍‌...

‘ଚାଷୀ ଆନ୍ଦୋଳନ ଶେଷ ହେଲେ ଭାଜପା ସହ ମେଣ୍ଟ’

ନୂଆଦିଲ୍ଲୀ,୨୦।୧୦: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ମଙ୍ଗଳବାର ନୂଆ ରାଜନୈତିକ ଦଳ ଗଠନ କରିବେ। ଯଦି ଚାଷୀ ଆନ୍ଦୋଳନର ସମାଧାନ ହୋଇଯାଏ, ତେବେ ସେ...

ପ୍ରଧାନମନ୍ତ୍ରୀ ଆମେରିକାରୁ ଭାରତ ଆଣୁଛନ୍ତି ‘ସ୍ପେଶାଲ-୧୫୭’ ପ୍ରାଚୀନ କଳାକୃତି…

ନୂଆଦିଲ୍ଲୀ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଆମେରିକା ଗସ୍ତ ଶେଷ କରି ଭାରତ ଫେରିବେ। ପ୍ରଧାନମନ୍ତ୍ରୀ ସାଙ୍ଗରେ ଆମେରିକାରୁ ଭାରତକୁ ‘ସ୍ପେଶାଲ-୧୫୭’ ପ୍ରାଚୀନ କଳାକୃତି...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ: ୨ଘଣ୍ଟା ମଧ୍ୟରେ ଆସାମରେ ସର୍ବାଧିକ ମତଦାନ

ନୂଆଦିଲ୍ଲୀ,୧୮।୪: ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ସକାଳ ୭ଟାରୁ ଆରମ୍ଭ ହୋଇଥିବା ଏହି ମତଦାନ କାର୍ଯ୍ୟକ୍ରମରେ ପ୍ରଥମ ୨ ଘଣ୍ଟା ମଧ୍ୟରେ ଆସାମରେ ସର୍ବାଧିକ...

Advertisement
Archives

Model This Week