ୟୁକ୍ରେନ୍ ସଙ୍କଟକୁ ନେଇ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଦ୍ୱିତୀୟ ବୈଠକ

ନ୍ୟୁୟର୍କ,୨୪ ।୨: ୟୁକ୍ରେନ୍ ସଙ୍କଟକୁ ନେଇ ମିଳିତ ଜାତିସଂଘ ସୁରକ୍ଷା ପରିଷଦ ସପ୍ତାହକ ମଧ୍ୟରେ ଦ୍ୱିତୀୟଥର ଏକ ଜରୁରୀକାଳିନ ବୈଠକ ଡାକିଛି । ଭାରତୀୟ ସମୟ ଅନୁସାରେ ଗୁରୁବାର ସକାଳ ୮ଟାରେ ଏହି ବୈଠକ ବସିବ । ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣକୁ ଲକ୍ଷ୍ୟ କରି ଏହି ବୈଠକ ଡକାଯାଇଛି । ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଡିମିଟ୍ରୋ କୁଲବା ରୁଷିଆର ୟୁଏନ୍ ରାଷ୍ଟ୍ରଦୂତ ଭାସିଲି ବେବେନଜିୟାଙ୍କୁ ପତ୍ର ଲେଖି ବୈଠକ କରିବାକୁ ଅନୁରୋଧ କରିଥିଲେ, ଯେକି ଫେବୃୟାରୀରେ ପରିଷଦର ଅଧ୍ୟକ୍ଷତା କରିଥିଲେ । ଏହି ବୈଠକ ସ୍ଥାନୀୟ ସମୟ ବୁଧବାର ରାତି ୯ଟା ୩୦ରେ ନିର୍ଦ୍ଧାରିତ କରାଯାଇଥିଲା ।
ସୂଚନାଯୋଗ୍ୟ, ଦୁଇ ଦିନ ପର୍ବୂରୁ ୧୫ ସଦସ୍ୟ ବିଶିଷ୍ଟ ପରିଷଦ ଏକ ଓପନ ମିଟିଂ ଡକାଇଥିଲେ । ଏହି ବୈଠକରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପୂର୍ବ ୟୁକ୍ରେନର ବିବାଦୀୟ ଅଞ୍ଚଳକୁ ସ୍ୱାଧୀନ ଦେଶ ଘୋଷଣା କରିବା ଓ ସେଠାରେ ଶାନ୍ତି ବଜାୟ ରଖିବା ପାଇଁ ସେନା ପଠାଇବା ନିଷ୍ପତ୍ତିକୁ ସମର୍ଥନ କରାଯାଇ ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃୟାରୀରେ ଭାରତ ଆସିପାରନ୍ତି ପ୍ରଚଣ୍ଡ

କାଠମାଣ୍ଡୁ,୧୫ା୧: ନେପାଳର ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ପୁଷ୍ପ କମଲ ଦହଲ ଓରଫ ପ୍ରଚଣ୍ଡ ପ୍ରଥମ ଥର ପାଇଁ ବିଦେଶ ଯାତ୍ରା କରିବାକୁ ଯାଉଛନ୍ତି।...

ଆବେଗ ଉପରେ କରୋନା ଲଗାମ୍‌: ଡ୍ୟୁଟିରୁ ଫେରି ଥିବା ଝିଅଙ୍କୁ ଚାଦରରେ ଗୁଡ଼ାଇ ଆଲିଙ୍ଗନ କଲେ ମା’

ଓ୍ବାଶିଂଟନ,୧୧।୪: ସାରା ପୃଥିବୀରେ କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀକୁ ନେଇ ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇଛି।...

ଚାଇନା ନୁହେଁ ୟୁରୋପରୁ ଆରମ୍ଭ ହୋଇଥିଲା କରୋନା ସଂକ୍ରମଣ !

ବେଜିଂ, ୨।୬: ଚାଇନାର ଉହାନ ସହର କରୋନାର ଏନ୍ତୁଡ଼ିଶାଳ ବୋଲି କୁହାଯାଉଥିଲା। ୨୦୧୯ ଡିସେମ୍ବର ୩୧ରେ ଚାଇନା ସରକାର କରୋନା ସଂକ୍ରମଣ ସମ୍ପର୍କରେ ଜଣାଇଥିଲେ। ତେବେ...

ଥରିଲା ଇରାନ୍‌

ତେହେରାନ୍‌,୨।୧: ଇରାନ୍‌ର ଉତ୍ତରପଶ୍ଚିମ ଅଞ୍ଚଳରେ ଗୁରୁବାର ସକାଳ ୮ଟା ୨ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୮ଥିଲା ବୋଲି ସ୍ଥାନୀୟ ଭୂକମ୍ପ...

ବିବାହରେ ଟମାଟୋକୁ ଗହଣା କରି ପିନ୍ଧିଲେ ପାକିସ୍ତାନୀ କନ୍ୟା

ପାକିସ୍ତାନରେ ଦିନକୁ ଦିନ ଆର୍ଥତ୍କ ମାନ୍ଦାବସ୍ଥା ଏପରି ବିଗିଡ଼ି ଚାଲିଛି ଯାହା ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଫଟୋରୁ ବାରି ହୋଇପଡୁଛି। ପାକିସ୍ତାନରେ ମହିଳାମାନେ...

୨୦୨୩ରେ ମାନ୍ଦାବସ୍ଥା ଆଶଙ୍କା

ଓ୍ବାଶିଂଟନ,୨୭ା୧୨:ମୁଦ୍ରାସ୍ଫୀତି ନିୟନ୍ତ୍ରଣ ପାଇଁ ବିଭିନ୍ନ ଦେଶର କେନ୍ଦ୍ରୀୟ ବ୍ୟାଙ୍କଗୁଡ଼ିକ ପକ୍ଷରୁ ସୁଧହାର ବୃଦ୍ଧି କରାଯାଉଛି। ଏହି ଉଚ୍ଚ ସୁଧହାର ଯୋଗୁ ୨୦୨୩ରେ ବିଶ୍ୱ ଅର୍ଥନୀତି ମାନ୍ଦାବସ୍ଥା...

ନୀରବ ଶାହା ହେଲେ ଆମେରିକା ସିଡିସି ଉପନିର୍ଦ୍ଦେଶକ

ଓ୍ବାଶିଂଟନ,୧୫।୧: ଭାରତୀୟ ବଂଶୋଦ୍ଭବ ଡାକ୍ତର ନୀରବ ଡି. ଶାହା ଆମେରିକାର ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନ୍‌ଶନ (ସିଡିସି)ର ପ୍ରମୁଖ ଉପନିର୍ଦ୍ଦେଶକ ଭାବେ ନିଯୁକ୍ତି...

ଯେଉଁଠି ବର କନ୍ୟାଙ୍କ ଗୋଡ଼ ଛୁଇଁ କରନ୍ତି ତ୍ରିବାର ସତ୍ୟ…

ବିବାହକୁ ନେଇ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ରୀତିନୀତି ରହିଆସିଛି। ବେଳେବେଳେ ଯାହାକୁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଇଣ୍ଡୋନେସିଆ ଦାନି ଜନଜାତି ସମ୍ପ୍ରଦାୟରେ ବିବାହ ସମୟରେ...

Advertisement
Archives

Model This Week