୨୦୫୦ ସୁଦ୍ଧା ସମୁଦ୍ରରେ ମାଛ ଅପେକ୍ଷା ଅଧିକ ଥିବ ପ୍ଲାଷ୍ଟିକ

ୱାଶିଂଟନ,୧୦ ।୭: ଏବେ ଆମର ଆଧୁନିକ ଜୀବନ ଶୈଳି ଯଦିଓ ଆମ ଚାଲିଚଳନକୁ ସହଜ କରି ଦେଇଛି ହେଲେ ଏହାଦ୍ୱାରା ଆମେ ପ୍ଲାଷ୍ଟିକର ବ୍ୟବହାର ବେଳକୁ ବେଳ ଅଧିକ କରିବାରେ ଲାଗିଛୁ । ଏହି ପ୍ଲାଷ୍ଟିକ ଆଗାମୀ ଦିନରେ ଯେ କିଛିି ପ୍ରଜାତିରକୁ ଲୋପ କରିବାକୁ ଯାଉଛି ବୋଲି ଚେତାବନୀ ଦେଇଛି ସଂଯୁକ୍ତ ରାଷ୍ଟ୍ର ସଂଘ । କାରଣ ସାରା ବିଶ୍ୱରେ ଦିନକୁ ଦିନ ପ୍ଲାଷ୍ଟିକର ବ୍ୟବହାର ଆଖିବୁଜା ଭାବେ ବଢି ଚାଲିଛି ।
ସଂଯୁକ୍ତ ରାଷ୍ଟ୍ର ସଂଘ ଚିନ୍ତା ପ୍ରକଟ କରିବା ସହ ଚେତାବନୀ ଦେଇ କହିଛି ଯେ ୨୦୫୦ ସୁଦ୍ଧା ସମୁଦ୍ରରେ ମାଛ ଅପେକ୍ଷା ପ୍ଲାଷ୍ଟିକ ଅଧିକ ପରିମାଣରେ ମିଳିବ । କାରଣ ସାରା ବିଶ୍ୱରେ ବ୍ୟବହାର ହେଉଥିବା ପ୍ଲାଷ୍ଟିକର ସମ୍ପୂର୍ଣ୍ଣ ଭାବେ ରିସାଇକେଲ ହୋଇପାରୁ ନାହିଁ । ଏହାସହ ଅଧିକାଂଶ ପ୍ଲାଷ୍ଟିକ ଆବର୍ଜନା ସମୁଦ୍ରରେ ଫିଙ୍ଗି ଦିଆଯାଉଛି । ଫଳରେ ସମୁଦ୍ରର ପ୍ରଦୂଷଣ ମାତ୍ରା ବେଳକୁ ବେଳ ବଢିବାରେ ଲାଗିଛି ।
ସୂଚନାଯୋଗ୍ୟ, ସାରା ବିଶ୍ୱରେ ପ୍ରତିବର୍ଷ ୩୦ କୋଟି ଟନ ପ୍ଲାଷ୍ଟିକ ପ୍ରଡକଶନ କରାଯାଉଛି । ଏଥିରୁ ୧ କୋଟି ଟନ ପ୍ଲାଷ୍ଟିକ ସମୁଦ୍ରରେ ଛାଡି ଦିଆଯାଉଛି । ଆଉ ଏହି ମାଇକ୍ରୋପ୍ଲାଷ୍ଟିକକୁ ସମୁଦ୍ର ଜୀବ ନିଜର ଖାଦ୍ୟ ଭାବି ଖାଇ ଦେଉଛନ୍ତି । ଯାହାର ଫଳ ସ୍ୱରୂପ ପ୍ରତିବର୍ଷ ୧୦ କୋଟି ସମୁଦ୍ର ଜୀବଙ୍କର ମୃତ୍ୟୁ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?