ହୋଇପାରୁନି ଡ୍ରେନେଜ୍‌, ସାମାନ୍ୟ ବର୍ଷାରେ ସ୍କୁଲରେ ଜମୁଛି ପାଣି

ତେନ୍ତୁଳିଖୁଣ୍ଟି, ୧୦।୭(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡାସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସାମାନ୍ୟ ବର୍ଷାରେ ମଧ୍ୟ ଜଳମଗ୍ନ ହୋଇଯାଉଛି। ଜଳ ନିଷ୍କାସିତ ହୋଇ ନ ପାରି ତାହା ଜଳମଗ୍ନ ହୋଇ ରହୁଛି। ବିଦ୍ୟାଳୟ ଭିତରକୁ ଯିବା କଷ୍ଟ ସାଧ୍ୟ ହୋଇ ପଡୁଛି। କଷ୍ଟେମଷ୍ଟେ ଯିବା ପରେ ଓଦା ଡ୍ରେସ୍‌ରେ ବସି ପାଠ ପଢିବା ଛାତ୍ରୀଛାତ୍ରଙ୍କ ପାଇଁ ବେଶ୍‌ ମୁସ୍କିଲ ହେଉଛି। ପାଣି ଭିତରେ କୌଣସି ବିଷାକ୍ତ ସରିଶୃପ ଆସିବାର ଭୟ ଲାଗି ରହୁଛି। ଛାତ୍ରୀଛାତ୍ର ସୁରକ୍ଷା ପ୍ରତି କିଏ ଉତ୍ତରଦାୟୀ ରହିବ ବୋଲି ଅଭିଭାବକ ପ୍ରଶ୍ନ କରିଛନ୍ତି। ଏଣୁ ତୁରନ୍ତ ଡ୍ରେନେଜ ବ୍ୟବସ୍ଥା ସୁଧାରି ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ…

ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ…

ନବରଙ୍ଗପୁରରେ ରେଡ ଆଲର୍ଟ: ବର୍ଷା ପରିସ୍ଥିତି ଉପରେ ପ୍ରଶାସନର କଡ଼ା ନଜର

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ନବରଙ୍ଗପୁର ସମେତ ବିଭିନ୍ନ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ବିଜୁଳି ଚମକିବା ନେଇ ସତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?