Posted inଫୁରସତ

ରାସ୍ତା ନ ଛାଡିବାରୁ ମେଣ୍ଢାପଲଙ୍କ ଉପରେ ଚଢ଼ି ଚାଲିଗଲା କୁକୁର

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ମେଣ୍ଢାପଲଙ୍କ ଉପରେ କୁକୁର ଚଢ଼ି ଚାଲିଯାଇଥିବା ଦେଖିବାକୁ ମିଳୁଛି। ରାସ୍ତାରେ ଏତେ ମେଣ୍ଢା ଥିଲେଯେ, କୁକୁରକୁ ରାସ୍ତା ନ ଦେବାରୁ ସେ ସେମାନଙ୍କ ଉପରେ ଚଢ଼ି ପଳାଉଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲେଇ ମଠ

ମଠରେ କିଛି ସମୟ ବିତାଇଲେ ମିଳିଥାଏ ଅପାର ଶାନ୍ତି। ତେବେ ଜାପାନର କ୍ୟୋଟୋରେ ଏମିତି ଏକ ମଠ ଅଛି, ଯେଉଁଠି ଶାନ୍ତି ସହ ଆନନ୍ଦ ଓ...

କାହିଁକି ଶୌଚାଳୟରେ ହେଲା ବିବାହ

ବିବାହ ଜୀବନର ଟର୍ଣ୍ଣିଂ ପଏଣ୍ଟ ବୋଲି କୁହାଯାଏ। କାରଣ ବିବାହ ପରେ ଉଭୟ ବରକନ୍ୟା ଆଉ ଏକ ନୂଆ ଜୀବନ ଆରମ୍ଭ କରିଥାଆନ୍ତି। ତେଣୁ କେତେକେ...

୧୦୫ ବର୍ଷରେ ପରୀକ୍ଷା ପାସ୍‌ କଲେ ବୃଦ୍ଧା

ଥିରୁଭାନନ୍ତପୁରମ,୬।୧: କେରଳର ୧୦୫ ବର୍ଷର ଜଣେ ବୃଦ୍ଧା ଚତୁର୍ଥ ଶ୍ରେଣୀ ପାସ୍‌ କରିଛନ୍ତି। ଭଗୀରଥି ଆମ୍ମା ନାମ୍ନୀ ଏହି ବୃଦ୍ଧା ଜଣଙ୍କ ଭାରତର ସବୁଠୁ ବୟସ୍କ...

ଏହି ଦେଶର ଲୋକେ ଭାରତୀୟ ଫିଲ୍ମକୁ କରିଥାନ୍ତି ପସନ୍ଦ

ବିଶ୍ୱରେ ଏମିତି ଦେଶ ଅଛି, ଯେଉଁ ଦେଶର ଲୋକେ ନିଜ ଦେଶର ଫିଲ୍ମ ଏବଂ ଗୀତ ଅପେକ୍ଷା ଭାରତୀୟ ଫିଲ୍ମ ଏବଂ ଗୀତକୁ ପସନ୍ଦ କରିଥାନ୍ତି।...

ନିମପତ୍ରରେ ଦେଶୀ ମାସ୍କ

ରାଞ୍ଚି: କରୋନା ଭାଇରସ୍‌ ସଂକ୍ରମଣ ରୋକିବାକୁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିପାଇଁ ଲଢ଼େଇ କରିବାକୁ ହେଲେ ମାସ୍କ ପିନ୍ଧିବା ନିହାତି ଆବଶ୍ୟକ। ମାସ୍କ...

ବିଶ୍ୱର ୫ ଅଦ୍ଭୁତ ଗଛ: ଯାହାକୁ ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଭଗବାନଙ୍କ ସୃଷ୍ଟି ବିଚିତ୍ର। ପୃଥିବୀପୃଷ୍ଠରେ ଦେଖିବାକୁ ମିଳୁଥିବା ବୃକ୍ଷଲତା ମଧ୍ୟରେ ଅନେକ ସାମଞ୍ଜସ୍ୟ ଥିଲେ ମଧ୍ୟ କିଛି କିଛି ଭିନ୍ନ ଥାନ୍ତି। ସେଗୁଡ଼ିକ ଅଦ୍ଭୁତ ଗଠନକୁ...

କେବଳ ଯୋଗ ନୁହେଁ ବିୟର ପିଇ ଏଠାରେ ଫିଟ୍‌ ରୁହନ୍ତି ଲୋକେ

ଫିଟ୍‌ ରହିବା ପାଇଁ ଯୋଗର ଆବଶ୍ୟକତା ରହିଛି। ହେଲେ ଜର୍ମାନୀର ଏକ ଯୋଗ ସେଣ୍ଟରରେ ଲୋକେ ଯୋଗ କରିବା ସହିତ ବିୟର ପିଇଥାନ୍ତି। ଏହାଦ୍ୱାରା ଶରୀର...

୨୧ ଲକ୍ଷ ଟଙ୍କାର କାର ଏବଂ ୧୧ ଲକ୍ଷ ଯୌତୁକ ନେଲେନି ବର: ଗ୍ରହଣ କଲେ ୧୦୧ ଟଙ୍କା

କୋଟା,୧୦।୨: ବାହାଘରରେ ଜଣେ ବର ତାଙ୍କୁ ଶ୍ୱଶୁର ଘର ପକ୍ଷରୁ ମିଳିଥିବା ୨୧ ଲକ୍ଷ ଟଙ୍କାର ବିଳାସ ପୂର୍ଣ୍ଣ କାର ଏବଂ ୧୧ ଲକ୍ଷ ଟଙ୍କାର...


Coronavirus Update

Archives

Model This Week

Why Dharitri