ୟୁଏନ୍‌ଏସ୍‌ଏଟିର ୨ୟ ସଂସ୍କରଣ ଖୁବ୍‌ଶୀଘ୍ର

ଭୁବନେଶ୍ୱର,୩ା୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ବା ଟେଷ୍ଟ ପ୍ଲାଟ୍‌ଫର୍ମ ଅନ୍‌ ଏକାଡେମିର ଜାତୀୟସ୍ତରର ପରୀକ୍ଷା ‘ଅନ୍‌ଏକାଡେମି ନ୍ୟାଶନାଲ ସ୍କଲାରଶିପ ଆଡମିଶନ ଟେଷ୍ଟ (ୟୁଏନ୍‌ଏସ୍‌ଏଟି) ର ୨ୟ ସଂସ୍କରଣ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରୀକ୍ଷା ଚଳିତ ବର୍ଷ ସେପ୍ଟେମ୍ବର ୮ ରୁ ଅକ୍ଟୋବର ୧୫ ମଧ୍ୟରେ ଭାରତର ୬୪ଟି ପ୍ରମୁଖ ଶିକ୍ଷାନୁଷ୍ଠାନରେ ଅନୁଷ୍ଠିତ ହେବ। ଏପରିକି ୟୁଏନ୍‌ଏସ୍‌ଏଟି ପରୀକ୍ଷା ଏନ୍‌ଇଇଟି-ୟୁଜି, ଆଇଆଇଟି-ଜେଇଇ ଏବଂ ଫାଉଣ୍ଡେଶନ (୯ମରୁ ଦ୍ୱାଦଶ) ପାଠ୍ୟକ୍ରମର ସମସ୍ତ ଶିକ୍ଷାର୍ଥୀ ଦେଇପାରିବେ। ୟୁଏନ୍‌ଏସ୍‌ଏଟି ଶିକ୍ଷାର୍ଥୀମାନଙ୍କୁ ସଶକ୍ତ କରିବା ସହ ସେମାନଙ୍କୁ ସେମାନଙ୍କର ଇଚ୍ଛାକୃତ ପାଠ୍ୟକ୍ରମରେ ନିୟୋଜିତ କରିବାକୁ ସକ୍ଷମ କରିବା ପାଇଁ ଅନ୍‌ଏକାଡେମିର ପ୍ରୟାସରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ। ସେମାନଙ୍କର କାର୍ଯ୍ୟଦକ୍ଷତାକୁ ଆଧାରକରି, ଆବେଦନକାରୀମାନେ ଅନ୍‌ଲାଇନ୍‌ ସବ୍‌ସ୍କ୍ରିପସନ୍‌ ଏବଂ ଅନାକେଡେମି କେନ୍ଦ୍ରରେ ନାମଲେଖା ଉପରେ ୧୦୦% ସ୍କଲାରଶିପ୍‌ ପାଇବାକୁ ଯୋଗ୍ୟ ହେବେ।
ଏହି ପରୀକ୍ଷା ଆସନ୍ତା ୮ ଏବଂ ୧୫ ଅକ୍ଟୋବରରେ ଅନ୍‌ଲାଇନ୍‌ ଏବଂ ଅଫ୍‌ଲାଇନ୍‌ ମୋଡ୍‌ରେ ଅନୁଷ୍ଠିତ ହେବ। ଯେଉଁମାନେ ଅନ୍‌ଲାଇନ୍‌ ମୋଡ୍‌ ବାଛନ୍ତି ସେମାନେ ଘରୁ ପରୀକ୍ଷା ଦେଇପାରିବେ ଏବଂ ଅଫ୍‌ଲାଇନ୍‌ ମୋଡ୍‌ ବାଛିଥିବା ଆବେଦନକାରୀମାନେ ପରୀକ୍ଷା ଦିନ ସେମାନଙ୍କର ନିର୍ଦ୍ଧାରିତ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇପାରିବେ। ଏହାଛଡ଼ା ଅଧିକରୁ ଅଧିକ ଶିକ୍ଷାର୍ଥୀଙ୍କୁ ଉପକୃତ କରିବା ପାଇଁ ୧୨ ରୁ ୧୪ ଅକ୍ଟୋବର ପର୍ଯ୍ୟନ୍ତ କିଛି ବିଦ୍ୟାଳୟର ସହଯୋଗରେ ସେମାନଙ୍କ ପରିସରରେ ଅନ୍‌ଏକାଡେମି ନ୍ୟାଶନାଲ ସ୍କଲାରଶିପ୍‌ ଆଡମିଶନ ପରୀକ୍ଷା ଅନୁଷ୍ଠିତ ହେବ। ଅଫ୍‌ଲାଇନରେ ପରୀକ୍ଷା ଦେଉଥିବା ଆବେଦନକାରୀମାନଙ୍କ ପାଇଁ ସମସ୍ତ ପ୍ରଯୁଜ୍ୟ ବିବରଣୀ ସହ ଆଡମିଟ୍‌ କାର୍ଡ ଇମେଲ୍‌ ମାଧ୍ୟମରେ ପ୍ରଦାନ କରାଯିବ ଏବଂ ଫଳାଫଳ ଚଳିତ ବର୍ଷ ଅକ୍ଟୋବର ୨୧ରେ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?