Posted inUncategorized

ଅଘୋଷିତ ବିଦ୍ୟୁତ୍‌ କାଟ: ବୈଠକ ଡାକିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଅଘୋଷିତ ବିଦ୍ୟୁତ୍‌ କାଟକୁ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଜରୁରୀ ବୈଠକ ଡାକିଛନ୍ତି । ଆସନ୍ତା ସୋମବାର ଲୋକସେବା ଭବନରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ । ବୈଠକରେ ରାଜ୍ୟର ୪ ବିତରଣ କମ୍ପାନୀର ସିଇଓଙ୍କୁ ଡକାଯାଇଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି।…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

BCCI ଆଗରେ ଏମିତି ଡିମାଣ୍ଡ ରଖିଲେ ଅଜିତ ଅଗରକର: ହେବ କି ପୂରଣ

ନୂଆଦିଲ୍ଲୀ,୧୯।୩: ଟି୨୦ ବିଶ୍ୱକପରେ ଭାରତର ବିଜୟ ପରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବିସିସିଆଇ ସାମ୍ନାରେ ଏକ ଡିମାଣ୍ଡ ରଖିଛନ୍ତି। ଅଗରକର ୨୦୨୭ ଏକଦିବସୀୟ ବିଶ୍ୱକପ ପର୍ଯ୍ୟନ୍ତ…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri