Categories: Uncategorized

ଅଘୋଷିତ ବିଦ୍ୟୁତ୍‌ କାଟ: ବୈଠକ ଡାକିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଅଘୋଷିତ ବିଦ୍ୟୁତ୍‌ କାଟକୁ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଜରୁରୀ ବୈଠକ ଡାକିଛନ୍ତି । ଆସନ୍ତା ସୋମବାର ଲୋକସେବା ଭବନରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ । ବୈଠକରେ ରାଜ୍ୟର ୪ ବିତରଣ କମ୍ପାନୀର ସିଇଓଙ୍କୁ ଡକାଯାଇଥିବା ସୂଚନା ମିଳିଛି ।