Posted inଖେଳ

ଆଇପିଏଲ୍‌ ଡଗଆଉଟ୍‌ରେ ଅଣସ୍ବୀକୃତି ପ୍ରାପ୍ତ ଲୋକ: ଚିନ୍ତା ପ୍ରକଟ କଲା ଏସିଏସ୍‌ୟୁ

ନୂଆଦିଲ୍ଲୀ,୮ା୫: ଆଇପିଏଲ୍‌ର ଆଣ୍ଟି କରପଶନ ଏବଂ ସିକ୍ୟୁରିଟି ୟୁନିଟ୍‌ (ଏସିଏସ୍‌ୟୁ) ଚଳିତ ସିଜନରେ ଦଳର ଡଗ୍‌ଆଉଟ୍‌, ବସ୍‌, ହୋଟେଲ, ଖେଳାଳି ଓ ମ୍ୟାଚ୍‌ ଅଫିସିଆଲ୍ସ ଏରିଆ (ପିଏମ୍‌ଓଏ)ରେ ଅଣସ୍ବୀକୃତିପ୍ରାପ୍ତ ବ୍ୟକ୍ତିଙ୍କ ଉପସ୍ଥିତିକୁ ନେଇ ଚିନ୍ତା ବ୍ୟକ୍ତି କରିଛି।

ଏଥିଯୋଗୁ ବିସିସିଆଇ ପକ୍ଷରୁ ଖୁବ ଶୀଘ୍ର ସମସ୍ତ ଫ୍ରାଞ୍ଚାଇଜ ଲାଗି କଡ଼ା ପଦକ୍ଷେପ ନିଆଯିବ। ଆଇପିଏଲ୍‌ ଚେୟାରମ୍ୟାନ ଅରୁଣ ଧୁମଲ ସ୍ପଷ୍ଟ କରିଛନ୍ତି ଯେ, ଏସିଏସ୍‌ୟୁ ଏ ସଂକ୍ରାନ୍ତରେ ବିସିସିଆଇ ନିକଟରେ ରିପୋର୍ଟ ଦାଖଲ କରିଛି।

ଏସିଏସ୍‌ୟୁ କିଛି ଅନିୟମିତତା ସମ୍ପର୍କରେ ପ୍ରକାଶ କରିଛି। ଆଇପିଏଲ୍‌ ମ୍ୟାଚ୍‌ ବେଳେ ଡଗଆଉଟ, ବସ, ହୋଟେଲରେ ଅଣସ୍ବୀକୃତି ପ୍ରାପ୍ତ ବ୍ୟକ୍ତିଙ୍କ ଉପସ୍ଥିତିକୁ ନେଇ ଏକ ରିପୋର୍ଟ ପ୍ରସ୍ତୁତ କରିଛି ବୋଲି ଧୂମଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?