ରାଜଧାନୀରେ ଅସହ୍ୟ ତାତି: ୪୩ ଡିଗ୍ରୀ ଛୁଇଁଲା ତାପମାତ୍ରା

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଛି। ରବିବାର ଦିନ ସାଢେ ଦୁଇଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୩ ଡିଗ୍ରୀ ଛୁଇଁଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ ଅନୁସାରେ ଆଜି ଦିନ ୨.୩୦ ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ, ସମ୍ବଲପୁରରେ ୪୦.୮ ଡିଗ୍ରୀ, ଚାନ୍ଦବାଲିରେ ୪୦.୮ ଡିଗ୍ରୀ, ହୀରାକୁଦରେ ୪୦ ଡିଗ୍ରୀ, କେନ୍ଦୁଝରରେ ୪୦ ଡିଗ୍ରୀ, ବାଲେଶ୍ୱରରେ ୩୮ ଡିଗ୍ରୀ, ପୁରୀରେ ୩୨.୪ ଡିଗ୍ରୀ, ପାରାଦୀପରେ ୩୧.୮ ଡିଗ୍ରୀ ଓ ଗୋପାଳପୁରରେ ତାପମାତ୍ରା ୩୧.୨ ଡିଗ୍ରୀ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖିଗଲାଣି ୭ ନଦୀର ଜଳଧାରା

କେନ୍ଦ୍ରାପଡ଼ା ଅଫିସ, ୧୪ା୫: କେନ୍ଦ୍ରାପଡ଼ା ଜିଲାରେ ସାମୁଦ୍ରିକ ଝଡ ଅସାନିର ବର୍ଷା ପାଣି ପଡିଲାନାହିଁ। ଗତ ୪ ତାରିଖରୁ ଅକ୍ଷୟ ତୃତୀୟା ପାଳନ ହୋଇଥିବା ବେଳେ...

କମିଶନରେଟ ପୋଲିସର ଅପରାଧ ସମୀକ୍ଷା ବୈଠକ: ବିଶୃଙ୍ଖଳାକାରୀଙ୍କ ବିରୋଧରେ ଲାଗିବ ଏନ୍‌ଏସ୍‌ଏ

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ସୋମବାର ତ୍ରୈମାସିକ ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

କଟକ କୋର୍ଟରେ ହାଜର ହେଲେ ଧଳସାମନ୍ତ ଭ୍ରାତା

କଟକ ଅଫିସ, ୨୫ା୧୨:ଗ୍ୟାଙ୍ଗଷ୍ଟର ସୁଶାନ୍ତ ଓ ସୁଶୀଲ ଧଳସାମନ୍ତଙ୍କୁ କମିଶନରେଟ ପୋଲିସ କଟକ ଏସ୍‌ଡିଜେଏମ୍‌(ସଦର) କୋର୍ଟରେ ଗୁରୁବାର ହାଜର କରିଛି। ଉଭୟଙ୍କୁ ୩ଦିନ ରିମାଣ୍ଡରେ ନେବାକୁ...

ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଝାମ୍ପିନେଲେ ୨ ଲକ୍ଷ

ଖୋର୍ଦ୍ଧା ଅଫିସ,୧୨ା୧୦-ଖୋର୍ଦ୍ଧା ସହରର ମାରଓ୍ବାଡିପଟିସ୍ଥିତ ଆଇସିଆଇସିଆଇ ବ୍ୟାଙ୍କ ସମ୍ମୁଖରୁ ସୋମବାର ୨ଜଣ ଦୁର୍ବୃତ୍ତ ଅବସରପ୍ରାପ୍ତ ଶିକ୍ଷକ କିଶୋର ଚନ୍ଦ୍ର ବରାଳଙ୍କଠାରୁ ୨ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।...

ବରଗଡ଼ରେ ଯୋଗ ଦେଲେ ନୂଆ ଏସ୍‌ପି

ବରଗଡ଼ ଅଫିସ,୬ା୫: ବରଗଡ଼ ଜିଲାର ନୂତନ ଏସ୍‌ପି ଭାବେ ଶୁକ୍ରବାର ପରମାର୍‌ ସ୍ମିତ୍‌ ପୁରୁଷୋତ୍ତମ ଦାଶ ଯୋଗଦାନ କରିଛନ୍ତି। ୨୦୧୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ପରମାର୍‌...

ଉତ୍କଳ ବିଶ୍ୱବିଦ୍ୟାଳୟ ଆଲୁମ୍‌ନି ଅଫିସ ଉଦ୍‌ଘାଟିତ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ପାଳନ ଉତ୍ସବ। ୨୪ ତାରିଖରେ ଆଲୁମିନି ମିଟ୍‌ ହେବ। ଏଥିପାଇଁ...

ଚଣ୍ଡିମନ୍ଦିର ପରିଚାଳନା ବିଭ୍ରାଟ ନେଇ ବଢୁଛି ଅସନ୍ତୋଷ: କାର୍ଯ୍ୟକାରୀ ହେଉନି ଦେବୋତ୍ତର କମିଶନରଙ୍କ ଆଦେଶ

ଚଣ୍ଡିଖୋଲ,୮ା୮(ଡି.ଏନ.ଏ): ଚଣ୍ଡିଖୋଲର ଚଣ୍ଡିମାତା ମନ୍ଦିର ପରିଚାଳନା କ୍ଷେତ୍ରରେ ଦୀର୍ଘଦିନ ହେବ ବିଭ୍ରାଟ ହେବା ପରେ ଏହାକୁ ନେଇ ଦେବୋତ୍ତର କମିଶନରେ ମାମଲା ରୁଜୁ ହୋଇଥିଲା। କମିଶନର...

ଉତ୍କଳ ବିଶ୍ୱବିଦ୍ୟାଳୟ ଫାଟକରେ ତାଲା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ପାଣି ସମସ୍ୟାକୁ ନେଇ ଅଶାନ୍ତି ଦେଖାଦେଇଛି। ଗୁରୁବାର ଛାତ୍ରମାନେ ମୁଖ୍ୟ ଫାଟକରେ ତାଲା ପକାଇଛନ୍ତି। ଗୁରୁବାର ଅପରାହ୍ନ ପ୍ରାୟ...

Advertisement
Archives

Model This Week