ଅସମ୍ଭାଳ ଶୀତ, ଥରୁଛି ବଲାଙ୍ଗୀର

ବଲାଙ୍ଗୀର ଅଫିସ, ୨୭ା୧୨: ବଲାଙ୍ଗୀରରେ ଶୀତର ପ୍ରକୋପ ଦେଖାଯାଉଛି। କିଛିଦିନ ହେଲା ପ୍ରବଳ ଶୀତ ଯୋଗୁଁ ସନ୍ଧ୍ୟା ୬ଟାରୁ ରାସ୍ତାଘାଟ ଶୂନଶାନ ହୋଇପଡୁଛି। ଲୋକେ ଅତି ଜରୁରୀ କାମ ନ ପଡିଲେ ଘରୁ ବାହାରୁ ନାହାନ୍ତି। ବଲାଙ୍ଗୀର ସହରର ଲୋକେ ନିଅଁା ଜାଳି ଲୋକେ ଶୀତ ଦାଉରୁ ରକ୍ଷା ପାଇବା ଉପାୟ ଅବଲମ୍ବନ କରୁଥିବା ଦେଖାଯାଇଛି। ସକାଳ ୯ଟା ପର୍ଯ୍ୟନ୍ତ ଲୋକେ ଘରୁ ବାହାରୁ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍ପତିଙ୍କଠାରୁ ଝାମ୍ପିନେଲେ ୩.୫୦ ଲକ୍ଷ

ବାରିପଦା ଅଫିସ/ଉଦଳା,୨୩।୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ବିସିପୁର-ଧାନଘେରା ରାସ୍ତାରେ ଏକ ଦମ୍ପତିଙ୍କଠାରୁ ୩ ଲକ୍ଷ ୫୦ହଜାର ଟଙ୍କା ଭର୍ତ୍ତି ବ୍ୟାଗ୍‌ ଦୁର୍ବୃତ୍ତମାନେ ଝାମ୍ପି...

ଧନୁର୍ଜୟପୁର, ବାଙ୍ଗର ପଞ୍ଚାୟତରେ ପ୍ରବାସୀଙ୍କ ଲାଗି ୨ ଆଇସୋଲେଶନ କେନ୍ଦ୍ର ପ୍ରସ୍ତୁତ

ହାଟଡିହୀ,୩ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଙ୍ଗଲ ପାହାଡ଼ ଘେରାରେ ଧନୁର୍ଜୟପୁର ପଞ୍ଚାୟତ ଅଧୀନରେ ୧୨ଟି ଏବଂ ବାଙ୍ଗର ଅଧୀନରେ ୧୨ଟି ୱାର୍ଡ ରହିଛି। ଏହି...

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଆକ୍ସନମୋଡରେ କ୍ରାଇମବ୍ରାଞ୍ଚ ଟିମ୍‌

ପାରଳାଖେମୁଣ୍ଡି:୧୬।୮(ଡି.ଏନ୍‌.ଏ.): ଗଜପତି ଜିଲାପାରଳାଖେମୁଣ୍ଡିଠାରେ ଘଟିଥିବା ଏସିଏଫ୍‌ ସମ୍ୟ ରଞ୍ଜନ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ଟିମ ସୋମବାର ବନ ବିଭାଗର ୬ ଜଣ କର୍ମଚାରୀଙ୍କୁ ପଚରାଉଚରା କରିଛି।...

ତହସିଲଦାରଙ୍କ କ୍ୱାର୍ଟର୍ସ ପରିସରରୁ ଚନ୍ଦନ ଗଛ ଚୋରି

ବାଲିଗୁଡା,୨୦ା୩(ଡି.ଏନ୍‌.ଏ.) – ବାଲିଗୁଡା ତହସିଲଦାର କ୍ଷୀରାବ୍ଧି ତନୟା ସାହୁଙ୍କ ବାସଭବନ ପରିସରରୁ ଦୁର୍ବୃତ୍ତମାନେ ଗୁରୁବାର ରାତିରେ ଏକ ଚନ୍ଦନ ଗଛ କାଟି ନେଇଛନ୍ତି। ତହସିଲଦାରଙ୍କ ଅଭିଯୋଗ...

ବାରଣ୍ଡାରେ ଶୋଇଥିବା ବେଳେ ବ୍ୟକ୍ତିଙ୍କ ମୁଣ୍ଡ କାଟି ନେଇଗଲେ ଦୁର୍ବୃତ୍ତ

ସମ୍ବଲପୁର,୧୧।୬(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ତିଲେଇମାଲ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି । ରାତିରେ ବାରଣ୍ଡାରେ ମଶାରି ଟାଙ୍ଗି ଶୋଇଥିବା...

କେନ୍ଦୁପତ୍ର କାର୍ଯ୍ୟାଳୟ ସମ୍ମୁଖରେ ଅନଶନ

ବଇଣ୍ଡା,୧୨।୫(ଡି.ଏନ.ଏ.): ଆଠମଲ୍ଲିକ କେନ୍ଦୁପତ୍ର ଡିଭିଜନ ଅଧୀନରେ ଥିବା ବଇଣ୍ଡା କେନ୍ଦୁପତ୍ର ରେଞ୍ଜ କାର୍ଯ୍ୟାଳୟରେ ସର୍କଲ ଚେକର ନିଯୁକ୍ତିରେ ଅନିୟମିତତା ହୋଇଥିବା ବୁଧବାର ସର୍କଲ ଚେକର ବସନ୍ତ କୁମାର...

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୫୦ ବଖରା ଘର, ୨୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ

ପୁରୁଷୋତ୍ତମପୁର, ୧୬।୧୨(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ସୁନାଥର ଗ୍ରାମରେ ସୋମବାର ଭୋର ସକାଳ ସମୟ ପ୍ରାୟ ୫ଟା ସମୟରେ ଏକ ଭୟାବହ ଅଗ୍ନିକାଣ୍ଡ...

ବସ୍‌ଯାତ୍ରୀଙ୍କୁ ଆତଙ୍କିତ କରୁଥିଲେ ବନ୍ଧୁକଧାରୀ: ସାହସିକତା ଦେଖାଇଲେ ସିପାହି, ସବୁ ମହଲରେ ପ୍ରଶଂସା

ଢେଙ୍କାନାଳ ଅଫିସ, ୨୯ା୧୧: ଯବାନଙ୍କୁ କେବେ ବିଶ୍ରାମ ନ ଥାଏ। ସୀମାନ୍ତରେ ହେଉ ଅବା ଆଭ୍ୟନ୍ତରୀଣ ଶାନ୍ତିରକ୍ଷା, ଦେଶମାତୃକାର ସେବାରେ ସେମାନେ ଥାଆନ୍ତି ସର୍ବଦା ତତ୍ପର।...

Advertisement
Archives

Model This Week