ଗର୍ଭସ୍ଥ ଶିଶୁର ଲିଙ୍ଗ ନିରୂପଣ ନିଷେଧ ଅଧିନିୟମ

ଦିଗପହଣ୍ଡି,୮ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ମିଶନ ଶକ୍ତି ଭବନ ଠାରେ ଶନିବାର ସେକ୍ଟରସ୍ତରୀୟ କିଶୋରୀ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅଙ୍ଗନୱାଡ଼ି ସୁପରଭାଇଜର ବିଳାସିନୀ ପାଣିଗ୍ରାହୀଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସିଡିପିଓ ପୁଷ୍ପାଞ୍ଜଳି ଶତପଥି ଅଧ୍ୟକ୍ଷତା କରିଥିଲେ। ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର ସଭାପତି ହରପ୍ରସାଦ ରଥ, ଆଙ୍କୋରଡା ସରପଞ୍ଚ ରୀନା ପ୍ରଧାନ, ପ୍ରତିନିଧି ଶିଶିର ପ୍ରଧାନ, ବ୍ଲକ ସଂଯୋଜକ ଦୁର୍ଯ୍ୟୋଧନ ମଲ୍ଲିକ, ବିଦ୍ୟାଧର ଗୌଡ଼ ପ୍ରମୁଖ ଯୋଗ ଦେଇଥିଲେ। କିଶୋରୀ ମାନଙ୍କ ଶିକ୍ଷା, ସୁରକ୍ଷା, ସ୍ବାସ୍ଥ୍ୟ, ପରିଚ୍ଛନ୍ନତା ସହ ଲିଙ୍ଗଗତ ସମାନତା, ଗର୍ଭସ୍ଥ ଶିଶୁର ଲିଙ୍ଗ ନିରୂପଣ ନିଷେଧ ଅଧିନିୟମ, ବାଲ୍ୟବିବାହ ନିରୋଧ ଆଦି ସମ୍ପର୍କରେ ଅତିଥି ବୃନ୍ଦ ଉପସ୍ଥିତ କିଶୋରୀ ଏବଂ ମହିଳା ମାନଙ୍କୁ ସଚେତନତା କରାଇଥିଲେ। ଏହି ଅବସରରେ ପ୍ରତିଯୋଗିଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଗଜ କଲମରେ ସୀମିତ ‘ଜଙ୍ଗଲ ଅଧିକାର’: ସେମେଳପଦର ଗ୍ରାମବାସୀଙ୍କୁ ମିଳୁନି ହକ୍, ପ୍ରଶାସନିକ ଅବହେଳାରୁ ବଢୁଛି ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ପଞ୍ଚାୟତର ସେମେଳପଦର ଗ୍ରାମରେ ଜଙ୍ଗଲ ଅଧିକାର ଆଇନ କେବଳ ପ୍ରହସନ…

କୁଟ୍ରୁମାଳି ଜନଶୁଣାଣି ସ୍ଥଗିତ: “ମା’-ମାଟି-ମାଳି” ରକ୍ଷା ପାଇଁ କଳାହାଣ୍ଡି ଓ ରାୟଗଡ଼ାରେ ଗର୍ଜୁଛି ଆନ୍ଦୋଳନ

ଥୁଆମୂଳ ରାମପୁର, ୬।୫ (ଦୁର୍ଗା କୀର୍ତ୍ତି): କୁଟ୍ରୁମାଳି ବକ୍ସାଇଟ୍ ଖଣି ପ୍ରକଳ୍ପକୁ ନେଇ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାର ଖଣି ପ୍ରଭାବିତ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ଦେଖାଦେଇଛି।…

ବ୍ରହ୍ମପୁରରୁ ଚୋରି ହୋଇଯାଇଥିଲା ବାଇକ, ଦେଢବର୍ଷ ପରେ ମାଲିକଙ୍କୁ ଫେରାଇଲା କେ. ନୂଆଗାଁ ପୋଲିସ

ଦିଗପହଣ୍ଡି,୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ପୋଲିସକୁ ରାସ୍ତାକଡ ରୁ ମିଳିଥିବା ହୋଣ୍ଡା ୟୁନିକର୍ଣ୍ଣ ବାଇକ (ନଂ. ଓଡ଼ି୦୭ ଏଜି – ୪୨୫୦) କୁ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri