୧୮,୦୦୦ କର୍ମଚାରୀଙ୍କୁ ଛଟେଇ କରିବ ଆମାଜନ

ଓ୍ବାଶିଂଟନ୍‌,୫।୧: ପ୍ରସିଦ୍ଧ ଇ-କମର୍ସ କମ୍ପାନୀ ଆମାଜନ ୧୮,୦୦୦ କର୍ମଚାରୀଙ୍କୁ ଛଟେଇ କରିବାର ଯୋଜନା କରୁଛି। ଖର୍ଚ୍ଚ ହ୍ରାସ କରିବାକୁ କମ୍ପାନୀ ଏହି ପଦକ୍ଷେପ ନେଉଛି।
କମ୍ପାନୀର ମୁଖ୍ୟ କାର୍ଯ୍ୟର୍ନିବାହୀ ଅଧିକାରୀ (ସିଇଓ) ଆଣ୍ଡି ଜାସି କର୍ମଚାରୀଙ୍କୁ ପଠାଯାଇଥିବା ଏକ ନୋଟରେ କହିଛନ୍ତି, ପ୍ରଭାବିତ କର୍ମଚାରୀଙ୍କୁ ଜାନୁଆରୀ ୧୮ରୁ ଏନେଇ ସୂଚନା ଦିଆଯିବ। କର୍ମଚାରୀଙ୍କୁ ହଟାଇବା ଆମ ପାଇଁ କଷ୍ଟକର ଏବଂ ଏହି ନିଷ୍ପତ୍ତିଗୁଡ଼ିକୁ ହାଲୁକା ଭାବେ ଗ୍ରହଣ କରୁନାହୁଁ। ଯେଉଁମାନେ ପ୍ରଭାବିତ ହେବେ ସେମାନଙ୍କୁ ସହାୟତା କରିବା ପାଇଁ ଆମେ କାର୍ଯ୍ୟ କରୁଛୁ ଏବଂ ଏକ ପ୍ୟାକେଜ ପ୍ରଦାନ କରୁଛୁ। ଯେଉଁଥିରେ ଅଲଗା ଦେୟ, ସ୍ବାାସ୍ଥ୍ୟ ବୀମା ସୁବିଧା ଏବଂ ବାହ୍ୟ ଚାକିରି ସ୍ଥାନିତ ସହାୟତା ସାମିଲ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଚୁକ୍ତି ପାଇଁ ଆମେରିକା-ଇରାନ ରାଜି, ଖୋଲିବ ହର୍ମୁଜ, ଅବରୋଧ ହଟାଇ…

ଓ୍ବାଶିଂଟନ,୧୫ା୬: ଐତିହାସିକ ଶାନ୍ତି ଚୁକ୍ତି ପାଇଁ ଆମେରିକା ଏବଂ ଇରାନ ସହମତି ପ୍ରକାଶ କରିଛନ୍ତି। ଶୁକ୍ରବାର ସ୍ବିଜରଲାଣ୍ଡ ଜେନେଭାରେ ଏହି ଐତିହାସିକ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହେବ।…

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri