Posted inଜାତୀୟ

ଜୋଷୀମଠରେ ଅନିଶ୍ଚିତତା ଜାରି

ଜୋଷୀମଠ,୬।୨(ପି.ଟି.): ଉତ୍ତରାଖଣ୍ଡର ଚାମୋଲି ଜିଲା ଅନ୍ତର୍ଗତ ଜୋଷୀମଠ ସହରରେ ମାଟି ଦବିବା କାରଣରୁ ଘରଗୁଡ଼ିକରେ ଫାଟ ଦେଖାଦେଇ ବିପଜ୍ଜନକ ସ୍ଥିତି ସୃଷ୍ଟି କରିଛି। ଲୋକମାନଙ୍କୁ ସୁରକ୍ଷିତ ଅଞ୍ଚଳକୁ ସ୍ଥାନାନ୍ତର କରିବା ଲାଗି ସରକାର ଉଦ୍ୟମ ଚଳାଇଥିବାବେଳେ ସ୍ଥାୟୀ ଥଇଥାନ ପାଇଁ ବାସିନ୍ଦାମାନେ ଦାବି କରୁଥିବାରୁ ଅନିଶ୍ଚିତତା ଲାଗି ରହିଛି।

ଭାରତୀ ଦେବୀ ନାମକ ବୃଦ୍ଧା ତାଙ୍କ ବିପଦସଙ୍କୁଳ ଘର ଛାଡ଼ିବାର ମାସେରୁ ଊର୍ଦ୍ଧ୍ୱ ସମୟ ବିତିଥିଲେ ମଧ୍ୟ ସ୍ଥାୟୀ ଥଇଥାନ ଖବର ପାଇବା ଆଶାରେ ସେ ଦିନର ଅଧା ସମୟ ଉକ୍ତ ଘର ପାଖରେ ଓ ଅଧା ସମୟ ଉପଖଣ୍ଡ କାର୍ଯ୍ୟାଳୟ ନିକଟରେ ବିତାଉଛନ୍ତି। ଭାରତୀ ଦେବୀ ସମେତ ଜୋଷୀମଠ ଛାଡ଼ିଥିବା ଅନେକ ପରିବାରଙ୍କୁ ପରିତ୍ୟକ୍ତ ସେନା ବାରାକଠାରେ ଅସ୍ଥାୟୀ ରିଲିଫ୍‌ କ୍ୟାମ୍ପରେ ରଖାଯାଇଛି। ସେମାନଙ୍କ ଭବିଷ୍ୟତ ଅନିଶ୍ଚିତତା ମଧ୍ୟରେ ରହିଛି। ପୂର୍ବରୁ ସିଂହଧରର ଏକ ସ୍କୁଲରେ କେତୋଟି ପରିବାର ଆଶ୍ରୟ ନେଇଥିଲେ। ସ୍କୁଲ ଖୋଲିବା ପରେ ସେମାନଙ୍କୁ ପରିତ୍ୟକ୍ତ ସେନା ବାରାକକୁ ସ୍ଥାନାନ୍ତର କରାଯାଇଛି। ଏପ୍ରିଲ-ମେ’ରେ ଚାର୍‌ଧାମ ଯାତ୍ରା ଆରମ୍ଭ ହେଲେ ବହୁସଂଖ୍ୟାରେ ତୀର୍ଥଯାତ୍ରୀ ପହଞ୍ଚତ୍ବେ। ସେତେବେଳକୁ ଉକ୍ତ ଆଶ୍ରୟ ସ୍ଥଳରୁ ମଧ୍ୟ ବିସ୍ଥାପିତମାନେ ବଞ୍ଚତ୍ତ ହୋଇପାରନ୍ତି ବୋଲି ଆଶଙ୍କା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri