Posted inଖେଳ

ବିନା ପରିବର୍ତ୍ତନରେ ଓହ୍ଲାଇଲା ଭାରତ

ପାର୍ଲ,୨୧।୧: ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଲୋକେଶ ରାହୁଲ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମ୍ୟାଚ୍‌ ଶେଷ ଆଡ଼କୁ ପିଚ୍‌ ଧିରେ ଧିରେ ଧିମା ହୋଇଯାଉଥିବାରୁ ସେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାହୁଲ। ଟିମ୍‌ ଇଣ୍ଡିଆ ବିନା କୌଣସି ପରିବର୍ତ୍ତନ ସହ ମ୍ୟାଚ୍‌ରେ ଓହ୍ଲାଇଛି। ଅନ୍ୟପକ୍ଷରେ ଘରୋଇ ଦଳରେ ଗୋଟିଏ ପରିବର୍ତ୍ତନ ହୋଇଛି। ବାମହାତୀ ସେପର ଜାନସେନଙ୍କ ବଦଳରେ ସିସାନ୍ଦା ମାଗାଲାଙ୍କୁ ଦଳରେ ସାମିଲ କରାଯାଇଥିବା ଘରୋଇ ଦଳର ଅଧିନାୟକ ତେମ୍ବା ବଭୁମା କହିଛନ୍ତି।

ଭାରତୀ ଦଳ: ଲୋକେଶ ରାହୁଲ (ଅଧିନାୟକ), ଶିଖର ଧାଓ୍ବନ, ବିରାଟ କୋହଲି, ରିଷଭ ପନ୍ତ (ଉଇକେଟକିପର), ଶ୍ରେୟାସ ଆୟାର, ଭେଙ୍କଟଶ ଆୟାର, ରବିଚନ୍ଦ୍ରନ ଅଶ୍ୱିନ, ଶାର୍ଦ୍ଦୁଳ ଠାକୁର, ଭୁବନେଶ୍ୱର କୁମାର, ଯଶପ୍ରୀତ ବୁମରା ଓ ୟୁଜବେନ୍ଦ୍ର ଚହଲ।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ପରିସରରେ ଗଣଧାରଣା: ସୁରକ୍ଷା ଦାବି କଲେ ୨ ପଞ୍ଚାୟତର ଅଧିବାସୀ

ତିହିଡ଼ି,୧୧ା୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ବାରସର ଓ ଗୋବିନ୍ଦପୁର ପଞ୍ଚାୟତର ଶତାଧିକ ଅଧିବାସୀ ଗୁରୁବାର ପୀରହାଟ ଥାନା ସାମ୍ନାରେ ଗଣଧାରଣା…

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି…

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି।…

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ…

ଜୁନ୍ ୧୩ରୁ ଏହି ରାଶିର ବଦଳିବ ଭାଗ୍ୟ, ମିଳିବ ପ୍ରଚୁର ଟଙ୍କା!

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହମାନଙ୍କର ଗତି ଏବଂ ସେମାନଙ୍କର ନିର୍ଦ୍ଦିଷ୍ଟ ସଂଯୋଜନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏହି ପ୍ରକୃତିର ଏକ ବିଶେଷ ଗ୍ରହ ସଂଯୋଜନ ୧୩…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

ବଡ ଭୁଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶୀ: ଅଳ୍ପକେ…

ନୂଆଦିଲ୍ଲୀ,୧୧।୬: ଆଫଗାନିସ୍ତାନ ଏ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିବାରୁ ବୈଭବ ସୂର୍ଯ୍ୟବଂଶୀ ବଞ୍ଚିତ ହୋଇଥିଲେ। ଗୁରୁବାର ଭାରତ ଏ ଏବଂ ଆଫଗାନିସ୍ତାନ ଏ ମଧ୍ୟରେ ଟ୍ରାଏ-ସିରିଜ ମୁକାବିଲାରେ,…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri