Posted inଖେଳ

ଫେରିଲେ ଷ୍ଟୋଇନିସ୍‌, ବିନା ପରିବର୍ତ୍ତନରେ ଓହ୍ଲାଇଲା କେକେଆର୍‌

ଶାରଜା,୧୩।୧୦: ଅନ୍ତର୍ଜାତୀୟ ଶାରଜା ଗ୍ରାଉଣ୍ଡରେ ବୁଧବାର ସନ୍ଧ୍ୟାରେ ଚଳିତ ଆଇପିଏଲର ଦ୍ୱିତୀୟ କ୍ୱାଲିଫାୟର ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)ର ଅଧିନାୟକ ଇଆନ ମୋର୍ଗାନ। କେକେଆର ବିନା କୌଣସି ପରିବର୍ତ୍ତନ ଓହ୍ଲାଇଥିବା ବେଳେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଦଳକୁ ଫେରିଛନ୍ତି ମାର୍କସ ଷ୍ଟୋଇନିସଙ୍କ ଅଭିଜ୍ଞ ଅଲରାଉଣ୍ଡର। ଏହି ମ୍ୟାଚ୍‌ର ବିଜେତା ୧୫ ତାରିଖରେ ହେବାକୁ ଥିବା ଫାଇନାଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ତ୍ରୀ, ଝିଅ ଫଟୋ ଶେୟାର କରି ଭାବପ୍ରବଣ ହେଲେ ବିରାଟ କୋହଲି

ସାରା ବିଶ୍ୱରେ ମାର୍ଚ୍ଚ ୮କୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଏ। ଏହି ବିଶେଷ ଦିନରେ ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ମହିଳାମାନଙ୍କୁ...

ପଦକ ବିଜେତା ରେସଲର୍‌ଙ୍କୁ କ୍ରୀଡ଼ାମନ୍ତ୍ରୀଙ୍କ ଆର୍ଥିକ ସହାୟତା

ନୂଆଦିଲ୍ଲୀ, ୨୪।୯ (ପି.ଟି.)- କାଜାଖସ୍ତାନର ନୁର୍‌-ସୁଲତାନଠାରେ ନିକଟରେ ଶେଷ ହୋଇଥିବା ବିଶ୍ୱ ରେସଲିଂ ଚାମ୍ପିୟନଶିପ୍‌ରେ ଭାରତ ଗୋଟିଏ ରୌପ୍ୟ ଓ ୪ ବ୍ରୋଞ୍ଜ ସହ ମୋଟ୍‌...

ବିଜୟ ହଜାରେ ଟ୍ରଫି : ହରିୟାଣାଠାରୁ ହାରିଲା ଓଡ଼ିଶା

କଟକ ଅଫିସ,୫ା୧୦- ଭଦୋଦରାର ଏସ୍‌ଜିଏସ୍‌ଏ କ୍ରିକେଟ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ବିଜୟ ହଜାରେ ଟ୍ରଫି ଲିଗ ପର୍ଯ୍ୟାୟର ଏକ ମ୍ୟାଚ୍‌ରେ ଓଡ଼ିଶା ୪ ଉଇକେଟରେ ହରିୟାଣାଠାରୁ...

ଏହି କ୍ରିକେଟର୍‌ଙ୍କ ଜ୍ୟାକେଟ୍‌ ପିନ୍ଧି ଫଟୋ ଶେୟାର କଲେ ଅଭିନେତ୍ରୀ

ଭାରତୀୟ କ୍ରିକେଟରମାନେ ବଲିଉଡ ସୁନ୍ଦରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ଭଲ ପାଇ ବିବାହ କରିଛନ୍ତି।...

ଚା’ ବିକୁଛନ୍ତି ଏହି କ୍ରିକେଟ୍‌ର

ସୌରଭ ଗାଙ୍ଗୁଲିଙ୍କ ପରି ଖେଳାଳିଙ୍କ ସାମ୍ନାରେ ତାଙ୍କ ବୋଲିଂର ଶକ୍ତି ଦେଖାଇବା ପରେ ଯେକୌଣସି ବୋଲର ଆଗକୁ ଯିବାକୁ ସ୍ବପ୍ନ ଦେଖନ୍ତି। କିନ୍ତୁ ଏମିତି ଜଣେ...

କୋଭିଡ୍‌-୧୯: ଦକ୍ଷିଣ ଆଫ୍ରିକାର ଶ୍ରୀଲଙ୍କା ଗସ୍ତ ସ୍ଥଗିତ

ଜୋହାନ୍ସବର୍ଗ,୨୦।୪(ପି.ଟି.): କୋଭିଡ୍‌- ୧୯ ସଂକ୍ରମଣ କାରଣରୁ ଦକ୍ଷିଣ ଆଫ୍ରିକାର ଶ୍ରୀଲଙ୍କା ଗସ୍ତକୁ ସ୍ଥଗିତ ରଖାଯାଇଛି। ଜୁନ୍‌ରେ ଦକ୍ଷିଣ ଆଫ୍ରିକା ଶ୍ରୀଲଙ୍କା ଗସ୍ତରେ ଯିବାର କାର୍ଯ୍ୟକ୍ରମ ଥିଲା।...

କମେଣ୍ଟ୍ରି ପ୍ୟାନେଲରେ ସାମିଲ ହେବାକୁ ବିସିସିଆଇକୁ ମଞ୍ଜରେକରଙ୍କ ଅନୁରୋଧ

ମୁମ୍ବାଇ,୩୧।୭(ପି.ଟି.): ପୂର୍ବତନ ଭାରତୀୟ କ୍ରିକେଟର ସଞ୍ଜୟ ମଞ୍ଜରେକର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) କମେଣ୍ଟ୍ରି ପ୍ୟାନେଲରେ ପୁଣି ଥରେ ସାମିଲ ହେବାକୁ ଇଚ୍ଛା ପ୍ରକାଶ କରିଛନ୍ତି।...

ଅନ୍ତିମ ଟେଷ୍ଟରୁ କାହିଁକି ବାଦ୍‌ ପଡ଼ିଲେ ବୁମରା

ଅହମ୍ମଦାବାଦ,୨।୩ : ଭାରତୀୟ ପେସ ବୋଲର ଯଶପ୍ରୀତ ବୁମରାଙ୍କୁ ଇଂଲଣ୍ଡ ବିପକ୍ଷ ଅନ୍ତିମ ଟେଷ୍ଟରୁ ବାଦ୍‌ ଦିଆଯାଇଛି। ଏହି ନିଷ୍ପତ୍ତି ପଛର କାରଣ ମଙ୍ଗଳବାର ସ୍ପଷ୍ଟ...

Advertisement
Ten Cric Info


Archives

Model This Week