Posted inଖେଳ

ଫେରିଲେ ଷ୍ଟୋଇନିସ୍‌, ବିନା ପରିବର୍ତ୍ତନରେ ଓହ୍ଲାଇଲା କେକେଆର୍‌

ଶାରଜା,୧୩।୧୦: ଅନ୍ତର୍ଜାତୀୟ ଶାରଜା ଗ୍ରାଉଣ୍ଡରେ ବୁଧବାର ସନ୍ଧ୍ୟାରେ ଚଳିତ ଆଇପିଏଲର ଦ୍ୱିତୀୟ କ୍ୱାଲିଫାୟର ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)ର ଅଧିନାୟକ ଇଆନ ମୋର୍ଗାନ। କେକେଆର ବିନା କୌଣସି ପରିବର୍ତ୍ତନ ଓହ୍ଲାଇଥିବା ବେଳେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଦଳକୁ ଫେରିଛନ୍ତି ମାର୍କସ ଷ୍ଟୋଇନିସଙ୍କ ଅଭିଜ୍ଞ ଅଲରାଉଣ୍ଡର। ଏହି ମ୍ୟାଚ୍‌ର ବିଜେତା ୧୫ ତାରିଖରେ ହେବାକୁ ଥିବା ଫାଇନାଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦ୍ୱିପାକ୍ଷିକ ସିରିଜ, ଆଇସିସି ଇଭେଣ୍ଟକୁ ଗୁରୁତ୍ୱ ଦିଆଯିବ, ‘ବିଗ୍‌ ଥ୍ରୀ’ ଧାରଣାର କୌଣସି ଅସ୍ତିତ୍ୱ ନାହିଁ:ବାର୍କଲେ

ଦୁବାଇ,୨୬।୧୧(ପି.ଟି.): ବିଶ୍ୱ କ୍ରିକେଟରେ ‘ବିଗ୍‌ ଥ୍ରୀ’ ଧାରଣର କୌଣସି ଅସ୍ତିତ୍ୱ ନାହିଁ ବୋଲି ନବ ନିର୍ବାଚିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଅଧ୍ୟକ୍ଷ ଗ୍ରେଗ୍‌ ବାର୍କଲେ...

କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ: ଫୋକସରେ ପନ୍ତ

କିଙ୍ଗ୍‌ଷ୍ଟନ (ଜାମାଇକା), ୩୦।୮(ପି.ଟି.)- ସ୍ଥାନୀୟ ସାବିନା ପାର୍କ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ଆରମ୍ଭ ହେବ।...

ଭାରତ-ପାକିସ୍ତାନ ମୁକାବିଲା ୭ରେ

କୁଆଲାଲମ୍ପୁର, ୨୧।୯(ପି.ଟି.): ଆସନ୍ତା ମାସରେ ବାଂଲାଦେଶର ସିଲ୍‌ହେଟ୍‌ଠାରେ ମହିଳା ଟି୨୦ ଏସିଆ କପ୍‌ ଆରମ୍ଭ ହେବ। ଏଥିରେ ଭାରତ ଓ ପାକିସ୍ତାନ ମୁକାବିଲା ଅକ୍ଟୋବର ୭ରେ...

କୋପା ଆମେରିକା ଫୁଟ୍‌ବଲ: ଆର୍ଜେଣ୍ଟିନା- ଚିଲି ମ୍ୟାଚ୍‌ ଡ୍ର

ରିଓ ଡି ଜାନେଇରୋ,୧୬।୬(ଏପି): ଦକ୍ଷିଣ ଆମେରିକାର ସର୍ବବୃହତ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ କୋପା ଆମେରିକାରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଡ୍ର’ରୁ ଅଭିଯାନ ଆରମ୍ଭ କରିଛି। ମେସିଙ୍କ ଜବରଦସ୍ତ...

ଇଂଲଣ୍ଡ ବିପକ୍ଷରେ କେମିତି ଜିତିବ ଭାରତ: କୋହଲି କଲେ ଖୁଲାସା

ଲଣ୍ଡନ,୩।୮: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଭାରତୀୟ ଦଳ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଅଧିନାୟକ ବିରାଟ କୋହଲି ଏହି ସିରିଜକୁ ଦଳ ପାଇଁ ଏକ ବଡ଼...

ଭାରତଠାରୁ ଆମେ ଖେଳିବା ଶିଖିଛୁ

ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଜାନୁୟାରୀ ୨୬ରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ପାକିସ୍ତାନର ପୂର୍ବତନ...

୧୮ ବର୍ଷରୁ କମ୍‌ ସାଫ୍‌ ଚାମ୍ପିୟନଶିପ୍‌ :ମାଳଦ୍ୱୀପକୁ ହରାଇ ଫାଇନାଲରେ ଭାରତ

କାଠମାଣ୍ଡୁ, ୨୮।୯ (ପି.ଟି.)- ଏଠାରେ ଚାଲିଥିବା ସାଉଥ୍‌ ଏସିଆନ୍‌ ଫୁଟ୍‌ବଲ ଫେଡେରେଶନ (ସାଫ୍‌) ୧୮ ବର୍ଷରୁ କମ୍‌ ଫୁଟ୍‌ବଲ ପ୍ରତିଯୋଗିତାର ଫାଇନାଲରେ ଭାରତ ପ୍ରବେଶ କରିଛି।...

ଜାତୀୟ ଟିମ୍‌ ଚେସ୍‌ ଚାମ୍ପିୟନଶିପ୍‌: ପଦ୍ମିନୀଙ୍କୁ ସ୍ବର୍ଣ୍ଣ, ସ୍ବୟମ୍ସ, ବୈଭବଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୧୫।୨(କ୍ରୀଡ଼ା ପ୍ରତିନିଧି)- ଅହମ୍ମଦାବାଦରେ ଅନୁଷ୍ଠିତ ୪୦ତମ ଜାତୀୟ ଟିମ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ବିଭିନ୍ନ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶା ଖେଳାଳିମାନେ ଚମତ୍କାରିତା ପ୍ରଦର୍ଶନ...

Advertisement
Archives

Model This Week