ବାଇକକୁ ଧକ୍କା ଦେଲା ପିକଅପ, ଦୁର୍ଘଟଣାରେ ଚାଲିଗଲା ମାମୁ-ଭଣଜାଙ୍କ ଜୀବନ

ଭବାନୀପାଟଣା/ଜୁନାଗଡ଼,୨୭।୪(ଉତ୍ତମ କୁମାର ଦାଶ/ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବୁଡିପଦର ଛକରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଅଜଣା ପିକଅପ ଧକ୍କାରେ ମାମୁ, ଭଣଜାଙ୍କ ମୃତ୍ୟୁ ହୋଇଛି। ମୃତକ ମାନେ ହେଲେ ଜୁନାଗଡ଼ ବ୍ଲକ ଚିକଲି ଗାଁର ମୁକେଶ ନାଗ (୧୮) ଓ ମାଟିଗାଁର ମହେନ୍ଦ୍ର ନାଏକ (୧୩) ।

ସୂଚନା ଅନୁସାରେ, ଓଡ଼ି୦୮ଭି ୭୧୧୨ ନଂ ନାମକ ଏକ ବାଇକରେ ସେମାନେ ଜୁନାଗଡ଼କୁ ଯାଉଥିବାବେଳେ ବୁଡିପଦର ଛକ ଠାରେ ଏକ ଅଜଣା ପିକଅପ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟପଟେ, ଦୁର୍ଘଟଣା ଘଟାଇ ଥିବା ପିକଅପଟି ଘଟଣା ସ୍ଥଳରୁ ଫେରାର ମାରିଥିବା ଜଣାପଡିଛି। ଖବର ପାଇ ଜୁନାଗଡ଼ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri