କକାଙ୍କ ଶୁଦ୍ଧିକ୍ରିୟାକୁ ଆସି ପୋଖରୀରେ ବୁଡ଼ିଗଲେ ପୁତୁରା

ଉଦଳା,୧୦ା୩: କକାଙ୍କ ଶୁଦ୍ଧିକ୍ରିୟାକୁ ଆସିଥିବା ବେଳେ ପୋଖରୀରେ ବୁଡ଼ି ପୁତୁରାଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଶୁଖୁଆସାହି ଅଞ୍ଚଳରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଗୋବିନ୍ଦପୁର ଗ୍ରାମର କୁନାରାମ ଦଳେଇ। ସେ ତାଙ୍କ କକା କଟି ଦଳେଇଙ୍କ ଶୁଦ୍ଧିକ୍ରିୟାକୁ ଆସିଥିଲେ। ଶୁଦ୍ଧିକ୍ରିୟା ଚାଲିଥିବା ବେଳେ କୁନାରାମ ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ି ଯାଇଥିଲେ। ସେଠାରେ ଉପସ୍ଥିତ ଥିବା ଲୋକେ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ପୋଖରୀରୁ ମୃତଦେହ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୭ ଯାଏ ବର୍ଷା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହାର ପ୍ରଭାବରେ...

ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା: ଆଜିଠୁ ୭ ଦିନ ବନ୍ଦ ରହିବ ରାଇକିଆର ଦୋକାନ ବଜାର

ରାଇକିଆ,୨୬।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବଢୁଛି ପାଜିଟିଭଙ୍କ ସଂଖ୍ୟା। ଗତ ଏକ ମାସ ହେଲା ଦୋକାନ ବଜାର ଖୋଲିଲା ପରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି...

ପୋଖରୀ ହୁଡ଼ାରେ ପଡ଼ି ରହିଛି ବୃଦ୍ଧ ଦମ୍ପତିଙ୍କ ମୃତଦେହ: ପହଞ୍ଚିଲା ଭୋଗରାଇ ପୋଲିସ

ବାଲେଶ୍ୱର ଅଫିସ,୨୧।୧: ବାଲେଶ୍ୱର ଜିଲା ଭୋଗରାଇ ଥାନା ଅନ୍ତର୍ଗତ ଫୁଲ୍‌ବଣି ଗ୍ରାମର ପୋଖରୀ ହୁଡ଼ାରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ଶାନ୍ତି...

ପରିତ୍ୟକ୍ତ ଘରୁ ନରକଙ୍କାଳ ଜବତ

ଧର୍ମଶାଳା,୨୨ା୨(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଜାରକା ବ୍ଲକ୍‌ ପରିସସରରେ ଥିବା ପରିତ୍ୟକ୍ତ ଘରୁ ମଙ୍ଗଳବାର ଏକ ନରକଙ୍କାଳ ପୋଲିସ ଜବତ କରିଛି। ପିଲାମାନେ...

ଆଜିଠୁ ବସ୍ତିବାସିନ୍ଦାଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ବସବାସ କରୁଥିବା ବସ୍ତିବାସିନ୍ଦାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ଏହି କାର୍ଯ୍ୟ ହାତକୁ...

ହିଲଭିୟୁ ପାର୍କରେ ଚାଲିଲା ଟୟଟ୍ରେନ

ଦାରିଙ୍ଗବାଡ଼ି,୨୦ା୭(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଠାରେ ରହିଥିବା ପର୍ଯ୍ୟଟନକେନ୍ଦ୍ର ହିଲଭିୟୁ ପାର୍କ ପରିସରରେ ଶନିବାର ଶିଶୁ ପର୍ଯ୍ୟଟକଙ୍କ ପାଇଁ ଟୟଟ୍ରେନ ଆରମ୍ଭ ହୋଇଛି। ଦୀର୍ଘଦିନ ହେଲା...

ଦାନ୍ତ ପାଇଁ ହାତୀ ଶିକାର: ଡିଏଫ୍‌ଓ

ସମ୍ବଲପୁର,୨୪ା୬(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡିଆବାହାଲ ରେଞ୍ଜ ଅନ୍ତର୍ଗତ ସାପଲହରା ଗ୍ରାମ ପୋଖରୀରେ ୬ଦିନ ମୃତ୍ୟୁ ସହ ସଂଗ୍ରାମ ପରେ ଚିକିତ୍ସାଧୀନ ଅବସ୍ଥାରେ ଗତ ମଙ୍ଗଳବାର ଦନ୍ତାହାତୀର...

ଅନୁଗୋଳ ପୌରପାଳିକାର ପଦକ୍ଷେପ: ଡେଲି ମାର୍କେଟରେ ଫଳ, ପରିବା ବ୍ୟବସାୟ

ଅନୁଗୋଳ ଅଫିସ,୮।୮ – ଅନୁଗୋଳ ପୌରପାଳିକା ପକ୍ଷରୁ ବୁଧବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ସହରରେ ବୁଲି ଠେଲାରେ ଫଳ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଡେଲି...

Advertisement
Archives

Model This Week