ପଥର ବ୍ଲାଷ୍ଟିଂ ବେଳେ ଚାପି ହୋଇ ମାମୁ, ଭଣଜା ମୃତ

ପାରଳାଖେମୁଣ୍ଡି,(ଗିରିଧାରୀ ପରିଛା): ୨୬।୮: ବ୍ଲାଷ୍ଟିଙ୍ଗ ବେଳେ ପଥର ତଳେ ଚାପି ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ବନ୍ଧାଗୁଡ଼ା କ୍ରସର ନିକଟରେ । ମୃତ୍ୟୁ ବରଣ କରିଥିବା ୨ ଜଣ ଶ୍ରମିକ ମାମୁ, ଭଣଜା।
ସେମାନେ ହେଲେ ଗଞ୍ଜାମ ଜିଲା ରମ୍ଭା ଥାନା ଝରେଡି ରାଧା ଗୋବିନ୍ଦପୁର ଗାଁର ନାରାୟଣ ନାହାକ ଓ ମଧୁରଚୁଆ ଗାଁର ବିଷ୍ଣୁ ପ୍ରସାଦ ନାୟକ । ଶୁକ୍ରବାର ରାତିରେ କ୍ରସର ନିକଟରେ ଥିବା ପଥର କୁଆଁରିରେ ବ୍ଲାଷ୍ଟିଂ ଚାଲିଥିଲା। ଏହି ସମୟରେ ଉଭୟ ମାମଁୁ ଭଣଜା ଏକ ବଡ ପଥର ପଛପଟେ ବସି ବ୍ଲାଷ୍ଟିଂ ପରିଚାଳନା କରୁଥିଲେ। ବ୍ଲାଷ୍ଟିଂ ପରେ ଏକ ବଡ଼ ପଥର ୨ ଜଣଙ୍କ ଉପରେ ଚାପି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେହିଁ ଉଭୟଙ୍କ ମତ୍ୟୁ ଘଟିଛି। ଖବରପାଇ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ॥


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଲେ ଆନ୍ନାମଲାଇ, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ଭାଜପାରୁ ଇସ୍ତଫା ଦେବା ପରେ, ପୂର୍ବତନ ତାମିଲନାଡୁ ଭାଜପା ସଭାପତି କେ. ଆନ୍ନାମଲାଇ ଶୁକ୍ରବାର (ଜୁନ ୫) ଦିନ ୧୨ଟାରେ ସୋସିଆଲ ମିଡିଆ ମାଧ୍ୟମରେ ଜନସାଧାରଣଙ୍କୁ…

ସାଧାରଣ ଲୋକଙ୍କ ପକେଟ ଉପରେ ପଡିବ ମହଙ୍ଗା ମାଡ଼: ବଢ଼ିବ ମୁଦ୍ରାସ୍ଫୀତି, ଚମକାଇଲା RBIର ଆକଳନ

ନୂଆଦିଲ୍ଲୀ,୫।୬: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଗଭର୍ନର ସଞ୍ଜୟ ମାଲହୋତ୍ରା ରେପୋ ହାର ଉପରେ ତାଙ୍କର ନିଷ୍ପତ୍ତି ଘୋଷଣା କରିଛନ୍ତି। ଏଥର, ରିଜର୍ଭ ବ୍ୟାଙ୍କ ରେପୋ ହାରକୁ…

ପ୍ରେମ-ପ୍ରତାରଣା… ଅଫିସ ଭିତରେ ପଶି ପୂର୍ବତନ ପ୍ରେମିକାଙ୍କୁ ଛୁରାମାଡ଼, ତାଜୁବ ହୋଇ ରହିଗଲେ କର୍ମଚାରୀ

ନୂଆଦିଲ୍ଲୀ,୫।୬: ଚଣ୍ଡିଗଡ଼ ସ୍ଥିତ ମୋହାଲି ସେକ୍ଟର ୬୬, ଫେଜ୍ ୧୧ରେ ଏକ କମ୍ପାନୀରେ କାମ କରୁଥିବା ଜଣେ ଯୁବତୀଙ୍କୁ ତାଙ୍କ ପୂର୍ବତନ ପ୍ରେମିକ ଅଫିସରେ ପ୍ରବେଶ କରି ହତ୍ୟା…

ମମତା ବାନାର୍ଜୀଙ୍କ ପାଇଁ Shocking News! ‘ଟିଏମସିର ୧୯+୯ ଏମ୍‌ପି…’

କୋଲକାତା, ୫।୬: ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ ଗୋଟିଏ ପଟେ ନିଜର ୫୮ ଜଣ ବିଦ୍ରୋହୀ ବିଧାୟକଙ୍କୁ ପୁଣି ଏକାଠି କରିବା ପାଇଁ ପ୍ରୟାସ କରୁଛନ୍ତି,…

ଭାରତର ଏହି ପଡୋଶୀ ଶତ୍ରୁର ବଡ଼ ପ୍ଲାନ, ସମୁଦ୍ରରେ ଭାସିବ ପରମାଣୁ ଦ୍ୱୀପ; ଘନେଇଲା ବିପଦ

ନୂଆଦିଲ୍ଲୀ,୫।୬: ସମୁଦ୍ର ମଧ୍ୟରେ ଏକ ବିଶାଳ ଦ୍ୱୀପର କଳ୍ପନା କରନ୍ତୁ, ଯେଉଁଠାରେ ଅନେକ ଚାର୍ଜିଂ ଷ୍ଟେସନ ନିର୍ମାଣ କରାଯାଇଥିବ। ଯେଉଁଠାକୁ ସମୁଦ୍ର ଜାହାଜଗୁଡ଼ିକ ଆସିବେ ଏବଂ ନିଜର…

ବାଣ ଭିଡୁଥିବାବେଳେ ବିସ୍ଫୋରଣ: ପ୍ରଚଣ୍ଡ ଶଦ୍ଦରେ ଥରି ଉଠିଲା ଅଞ୍ଚଳ, ବୃଦ୍ଧା…

ମହାକାଳପଡ଼ା/ମାର୍ଶାଘାଇ,୫ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ମାର୍ଶାଘାଇ ଥାନା ତେରଗାଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଓସ୍ତର ଗ୍ରାମରେ ଥିବା ଏକ…

ସୂର୍ଯ୍ୟକୁମାର ଯାଦବଙ୍କ ହାତରୁ ଟି-୨୦ ଅଧିନାୟକତ୍ୱ ଯିବା ପଛରେ ଷଡ଼ଯନ୍ତ୍ର! ପଦ ଯିବା ପଛର ୩ ଅସଲ କାରଣ, ଜାଣନ୍ତୁ …

ନୂଆଦିଲ୍ଲୀ,୫।୬: ତିନି ମାସ ପୂର୍ବେ ଟି-୨୦ ବିଶ୍ୱକପରେ ଭାରତକୁ ବିଜୟୀ କରାଇଥିବା ଅଧିନାୟକଙ୍କ ଅଧିନାୟକତ୍ୱ କାଢ଼ି ନିଆଯାଇଛି। ସୂର୍ଯ୍ୟକୁମାର ଯାଦବ ଆଉ ଭାରତୀୟ ଟି-୨୦ ଦଳର ଅଧିନାୟକ…

ଓଡ଼ିଶାରେ କଙ୍ଗନା: ମୁଖ୍ୟମନ୍ତ୍ରୀଙ୍କ ସହ ଦେଖିବେ…

ଭୁବନେଶ୍ବର,୫।୬: ବଲିଉଡ ଅଭିନେତ୍ରୀ ତଥା ସାଂସଦ କଙ୍ଗନା ରଣାୱତ ଭୁବନେଶ୍ବରରେ ପହଞ୍ଚିଛି। ନିଜ ଫିଲ୍ମ ଭାରତ ଭାଗ୍ୟ ବିଧାତାର ପ୍ରିମିୟର ପାଇଁ ସେ ଓଡ଼ିଶା ଆସିଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri