ଦାଦାଙ୍କ ଜୀବନ ନେଲା ପୁତୁରା

ରାଇକିଆ,୮ା୭: କନ୍ଧମାଳ ଜିଲା ରାଇକିଆ ଥାନା ରଣବା ପଞ୍ଚାୟତ ଇରିପୁଡ଼ା ଗ୍ରାମରେ ଘଟିଛି ଏକ ହତ୍ୟାକାଣ୍ଡ । ଜମି ବିବାଦକୁ ନେଇ ପୁତୁରାର ଠେଙ୍ଗା ମାଡ଼ରେ ଦାଦାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହରି ନାୟକ। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଅଭିଯୁକ୍ତ ପୁତୁରା ବିପ୍ର ନାୟକ ଫେରାର୍‌ ଥିବା ପୋଲିସ କହିଛି।

ଗାଁରେ ଜମିବାଡିକୁ ନେଇ ଦାଦା-ପୁତୁରାଙ୍କ ପରିବାର ମଧ୍ୟରେ ଦୀର୍ଘ ଦିନ ହେଲା ବିବାଦ ଲାଗି ରହିଥିଲା । ଏହି ବିବାଦ ଉଗ୍ର ରୂପ ନେଇଥିଲା। କୌଣସି ଏକ କଥାକୁ ନେଇ ପୁତୁରା ବିପ୍ର ଉତ୍ତ୍ୟକ୍ତ ହୋଇ ଏକ ଠେଙ୍ଗାରେ ଦାଦାଙ୍କୁ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ହରିଙ୍କ ମୃତ୍ୟୁ ଘଟିଥିଲା। ଏ ନେଇ ପରିବାର ଲୋକଙ୍କ ଅଭିଯୋଗ ପ୍ରକାରେ ରାଇକିଆ ଥାନାରେ ନଂ.୬୬/୨୧ରେ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri