Posted inଜାତୀୟ

ପ୍ରତିବନ୍ଧକ ବିରୋଧରେ ଧାରଣାରେ ବସିବେ ମମତା

କୋଲକାତା, ୧୨ା୪- ନିର୍ବାଚନ ଆୟୋଗ (ଇସି) ଦ୍ୱାରା ଲଗାଯାଇଥିବା ପ୍ରତିବନ୍ଧକକୁ ଅଗଣତାନ୍ତ୍ରିକ ଓ ଅସାମ୍ବିଧାନିକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଏହା ବିରୋଧରେ କୋଲକାତାସ୍ଥିତ ଗାନ୍ଧୀ ମୃର୍ତ୍ତିଠାରେ ମଙ୍ଗଳବାର ଅପରାହ୍ନ ୧୨ଟାରେ ଧାରଣରେ ବସିବେ ବୋଲି ଟୁଇଟ୍‌ କରି ସୂଚନା ଦେଇଛନ୍ତି ଟିଏମ୍‌ସି ସୁପ୍ରିମୋ। ୨୪ ଘଣ୍ଟା ପାଇଁ ଇସି ପ୍ରଚାର ଉପରେ ପ୍ରତିବନ୍ଧକ ଲଗାଇବାର ଘଣ୍ଟାକ ମଧ୍ୟରେ ଟୁଇଟ୍‌ କରି ତୃଣମୂଳ କଂଗ୍ରେସ ମୁଖ୍ୟ ନିଜ ଆଭିମୁଖ୍ୟ ସ୍ପଷ୍ଟ କରିଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, ନିର୍ବାଚନ ରାଲିରେ ମୁସଲମାନ ସମ୍ପଦାୟର ମତଦାତାଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେବା ଓ ମହିଳା ଭୋଟରଙ୍କୁ କେନ୍ଦ୍ର ସୁରକ୍ଷା ବଳର କର୍ମୀଙ୍କ ଉପରେ ଆକ୍ରମଣ କରିବାକୁ ଉସୁକାଇବା ପାଇଁ ମମତାଙ୍କୁ ଇସି ପକ୍ଷରୁ ଜାରି କରାଯାଇଥିଲା କାରଣ ଦର୍ଶାଅ ନୋଟିସ । ଏହି ଦୁଇଟି ଘଟଣା ପାଇଁ ଇସି ମମତାଙ୍କ ପ୍ରଚାର ଉପରେ ୨୪ ଘଣ୍ଟା ପାଇଁ ପ୍ରତିବନ୍ଧକ ଲଗାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri