ହିନ୍ଦୋଳ,୧୨ା୩(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଅଧ୍ୟକ୍ଷା ଭାବେ ସସ୍ମିତା ରାଣୀ ନାଏକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ହିନ୍ଦୋଳ ବ୍ଲକ ଅଧ୍ୟକ୍ଷା ନିର୍ବାଚନ ପ୍ରକ୍ରିୟାରେ ନାଏକ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ। ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ ନ କରିଥିବାରୁ ନିର୍ବାଚନ ଅଧିକାରୀ ତାଙ୍କୁ ଅଧ୍ୟକ୍ଷା ଘୋଷଣା କରିଥିଲେ । ନାଏକ ବିଜୁ ଜନତା ଦଳ ସମର୍ଥିତ ବୋଲି ଜଣାଯାଇଛି। ସସ୍ମିତା ବାବନ୍ଧ ପଞ୍ଚାୟତରୁ ସମିତି ସଭ୍ୟା ଭାବେ ନିର୍ବାଚିତ ହୋଇଥିଲେ।
Posted inHome Left, ଆମ ଜିଲା ଖବର, ଢେଙ୍କାନାଳ View All
ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ
ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…
ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…
କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍ (ସିନ୍ଦୁକ)ରୁ ଟଙ୍କା…
ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍ କଲେ ବଣ୍ଟନ
ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…
ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!
କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…
ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର
କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…
ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ
ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…
ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ
ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…
ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!
ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…
Archives

