ଅଣାୟତ୍ତ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୩ ହଜାର ୭୫୦ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୨୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୦ ହଜାର ୮୪୬ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୭ ପ୍ରତିଶତ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୪୫ ହଜାର ୫୮୨ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୬୮ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୭୯ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୩୫ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୧ ହଜାର ୮୯୩ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୪୫ କୋଟି ୬୮ ଲକ୍ଷ ୮୯ ହଜାର ୩୦୬ ଜଣଙ୍କୁ ଟିକାଦାନ ସରିଛି।

ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୨ ଲକ୍ଷ ୯୫ ହଜାର ୪୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଟିକାଦାନ ସତ୍ତ୍ୱେ ଦୈନିକ ସଂକ୍ରମଣ-ମୃତ୍ୟୁସଂଖ୍ୟା ନ ଥମିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଇଲା ସଙ୍କଟ: ମେ ୨୪ ପର୍ଯ୍ୟନ୍ତ ପରିବହନ ପାଇଁ ବାତିଲ ହେବ ଟ୍ରେନ୍‌

ନୂଆଦିଲ୍ଲୀ, ୬ା୫: ଦେଶରେ କୋଇଲା ସଙ୍କଟ ବଢ଼ି ଚାଲିଥିବାରୁ ବହୁ ପାଓ୍ବାର ପ୍ଲାଣ୍ଟରେ ବିଦ୍ୟୁତ୍‌ ଉତ୍ପାଦନ ବ୍ୟାହତ ହୋଇଛି। ଏହାକୁ ଦୃଷ୍ଟିରେ ରଖି କୋଇଲା ପରିବହନକୁ...

ରାଜ୍ୟ ସଭାରେ ସରୋଗେସି ବିଲ୍‌: ସର୍ତ୍ତ କୋହଳ ଲାଗି ଦାବି

ନୂଆଦିଲ୍ଲୀ, ୨୦ା୧୧(ପି.ଟି.) : ସରକାରଙ୍କ ପକ୍ଷରୁ ମଙ୍ଗଳବାର ରାଜ୍ୟ ସଭାରେ ସରୋଗାସି (ରେଗୁଲେଶନ) ବିଲ୍‌-୨୦୧୯ ଆଗତ କରାଯାଇଛି। ଏହା ଦେଶରେ ସରୋଗାସିକୁ ନିୟନ୍ତ୍ରଣ କରିବାରେ ସଫଳ...

ୟୁପିରେ ସ୍ଥଗିତ ହେବ ୩୫ ଶ୍ରମ ଆଇନ

ନୂଆଦିଲ୍ଲୀ,୧୦।୫: କୋଭିଡ୍‌-୧୯ ମହାମାରୀ ଯୋଗୁ ସାରା ବିଶ୍ୱର ଅର୍ଥନୀତି ଗୁରୁତର ପ୍ରଭାବିତ ହୋଇଛି। ଏପରିସ୍ଥଳେ ଉତ୍ତରପ୍ରଦେଶ ସରକାର ରାଜ୍ୟର ଅର୍ଥନୀତିକୁ ସଜାଡିବା ଲାଗି ଜରୁରୀ ପୁଞ୍ଜି...

ଭାରତର ମୁଖ୍ୟ ବିଭାଜନକାରୀ: ମୋଦିଙ୍କୁ ନେଇ ଟାଇମ୍‌ ପତ୍ରିକାର ବିବାଦୀୟ ଶୀର୍ଷକ

ଓ୍ବାଶିଂଟନ,୧୧ା୫(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଆମେରିକାର ଲୋକପ୍ରିୟ ପତ୍ରିକା ‘ଟାଇମ୍‌’ ପକ୍ଷରୁ କଭର ଷ୍ଟୋରି କରାଯାଇଛି, ଯାହାର ଶୀର୍ଷକ ରଖାଯାଇଛି ‘ଭାରତର ମୁଖ୍ୟ ବିଭାଜନକାରୀ’।...

ରାଜଧାନୀରୁ ଆଉ ୨୫୩ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୨୯୯

ଭୁବନେଶ୍ୱର, ୧୫।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୨୫୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା...

କରୋନାରେ ପ୍ରାଣ ହରାଇଲେ ସେନକୋ ଗୋଲ୍ଡ ଚେୟାରମ୍ୟାନ୍‌

କୋଲକାତା,୨୯।୭: ଅଳଙ୍କାର ରିଟେଲିଂ କମ୍ପାନୀ ସେନକୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡର ଚେୟାରମ୍ୟାନ ଶଙ୍କର ସେନଙ୍କର ପରଲୋକ ଘଟିଛି। ସେ କରୋନାରେ ପ୍ରାଣ ହରାଇଥିବା କମ୍ପାନୀ ପକ୍ଷରୁ...

ସୋସିଆଲ ମିଡିଆରେ କରୋନା ଆକ୍ରାନ୍ତଙ୍କ ଫଟୋ ଛାଡ଼ି ଫସିଲେ ଜଣେ ବ୍ୟକ୍ତି

ବରଗଡ଼ ଅଫିସ,୩ା୭: ବରଗଡ଼ ଜିଲା ଅତାବିରାରେ ଜଣେ କରୋନା ସଂକ୍ରମିତ ହୋଇଛନ୍ତି । ସେ ଜଣେ ଡାକ୍ତରଙ୍କ ସ୍ତ୍ରୀ ବୋଲି ସୋସିଆଲ ମିଡିଆରେ ପୋଷ୍ଟ କରିବା...

ଘରେ ୨୨ଟି ସିସିଟିଭି ଲଗାଇଲେ ସ୍ବାମୀ: ଏକଥା ଜାଣିବାରୁ ସ୍ତ୍ରୀ କଲେ ଏମିତି..

ବେଙ୍ଗାଲୁରୁ, ୨୨।୫: କର୍ନାଟକ ବେଙ୍ଗାଲୁରୁରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ଉପରେ ନଜର ରଖିବା ପାଇଁ ଘରେ ୨୨ଟି ସିସିଟିଭି କ୍ୟାମେରା ଲଗାଇଛନ୍ତି...

Advertisement
Archives

Model This Week