Advertisement

୧୬ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୫।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୬ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣକମିଛି। ଏହା ୧ ହଜାରରୁ ଅଧିକ ରହିଛି। ଏହା୧,୦୮୦ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା କମିଛି। ଏହା ୫ ରହିଛି। ଏହି ସମୟରେ ସକ୍ରିୟ ମାମଲା କମି ୧୫ ହଜାର ୨୦୦ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧ ହଜାର ୫୮୦ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୪୮୬ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୫୯ ହଜାର ୪୪୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୧୩ ହଜାର ୭୬୧ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ କେବୁଲ ବିଛାଇବାରେ ଆତ୍ମନିର୍ଭରଶୀଳ ହେଲା ଭାରତ

ନୂଆଦିଲ୍ଲୀ, ୧୦।୮: ସମୁଦ୍ରରେ କେବୁଲ ବିଛାଇବାରେ ଭାରତ ଆତ୍ମନିର୍ଭରଶୀଳ ହୋଇଛି। ଏହା ଅର୍ନ୍ତଗତ ଚେନ୍ନାଇଠାରୁ ପୋର୍ଟବ୍ଲେୟାର ପର୍ଯ୍ୟନ୍ତ ୨୩୦୦ କିଲୋମିଟରର କେବୁଲ ବିଛାଯାଇଛି। ବିଏସ୍‌ଏନ୍‌ଏଲ୍‌ ପକ୍ଷରୁ...

ଗୁଜରାଟ ବିଧାନସଭା ନିର୍ବାଚନ: ୧୦ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଏଏପି

ଅହମଦାବାଦ,୨।୮: ଚଳିତ ବର୍ଷ ଗୁଜୁରାଟ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଆମ ଆଦମୀ ପାର୍ଟି(ଏଏପି)ର ଲକ୍ଷ୍ୟ ଗୁଜରାଟ ମିଶନ ରହିଥିବା ବେଳେ ଏଥିପାଇଁ ସମସ୍ତ...

ଜିନ୍ସ ଓ କେପ୍ରି ପିନ୍ଧିଲେ ମିଳିବନି ଡ୍ରାଇଭିଂ ଲାଇସେନ୍ସ

ଚେନ୍ନାଇ୨୨।୧୦: ଦେଶରେ ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ଲାଗୁ ହେବା ପରେ ଲୋକେ ସଚେତନ ହୋଇ ଉଠିଛନ୍ତି। ଆରଟିଓ ଅଫିସରେ ଡ୍ରାଇଭିଂ ଲାଇସେନ୍ସ ପାଇଁ ମହିଳାଙ୍କଠାରୁ...

ପଦାକୁ ଆସିଲା ଅଷ୍ଟ୍ରେଲିଆ ପ୍ରତି ଚାଇନା ମନୋଭାବ

କାନ୍‌ବେରା,୩୦ା୪: ଅଷ୍ଟ୍ରେଲିଆ ପ୍ରତି ଚାଇନା ସରକାରଙ୍କ ବାସ୍ତବ ମନୋଭାବ ଜଣାପଡ଼ିଯାଇଛି। ଚାଇନାର ଅସଲ ମୁଖାକୁ ଖୋଲିଦେଇଛନ୍ତି ଏହାର ରାଷ୍ଟ୍ରଦୂତ ଚେଙ୍ଗ୍‌ ଜିଙ୍ଗ୍‌ୟେ। ଅଷ୍ଟ୍ରେଲିଆର ସାର୍ବଭୌମତ୍ୱକୁ ଦୁର୍ବଳ...

ଭୋଟ ପୂର୍ବରୁ ପଶ୍ଚିମବଙ୍ଗରେ ଫୁଟିଲା ବୋମା

କୋଲକାତା,୨୨।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ସୋମବାର ବର୍ଡଓ୍ବାନ୍‌ ସହରର ରସିକପୁରର ସୁଭାସ୍ପାଲି ଅଞ୍ଚଳରେ ବୋମା ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ଜଣେ...

ଭଦ୍ରକରେ ଶଟ୍‌ଡାଉନ୍‌ ପ୍ରଭାବ, ଖାଁ ଖାଁ ରାସ୍ତାଘାଟ

ଭଦ୍ରକ ଅଫିସ,୬।୬: କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ଜୁନ ମାସର ପ୍ରତ୍ୟେକ ସପ୍ତାହର ଶନିବାର ଓ ରବିବାର ଦୁଇଦିନ ଶଟ୍‌ଡାଉନ୍‌ ଘୋଷଣା...

କେରଳରେ ବର୍ଷା ବିତ୍ପାତ,୮ମୃତ

ଥିରୁଭାନନ୍ତପୁରମ୍‌,୧୭।୧୦: କେରଳରେ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପାଖାପାଖି ଏହି ରାଜ୍ୟର ୫ଟି ଜିଲାକୁ ବୁଡ଼ାଇଛି ଲଗାଣ ବର୍ଷା। ବିଶେଷତଃ ଇଦୁକି,...

ମାସ୍କ ପିନ୍ଧିବିନି, ସ୍ବାମୀଙ୍କୁ ରାସ୍ତା ମଝିରେ ଚୁମ୍ବନ ଦେବି ବୋଲି କହିଥିଲେ ମହିଳା; ୨୪ ଘଣ୍ଟାରେ ବଦଳିଗଲା…

ନୂଆଦିଲ୍ଲୀ,୨୦।୪: ମାସ୍କ ନ ପିନ୍ଧିବାକୁ ନେଇ ଦିଲ୍ଲୀ ପୋଲିସ ସହ ଦୁର୍ବବ୍ୟହାର କରିବା ଏକ ଦମ୍ପତିଙ୍କୁ ମହଙ୍ଗା ପଡ଼ିଛି। ରବିବାର ସନ୍ଧ୍ୟାରେ ଦରିଆଗଞ୍ଜ ଅଞ୍ଚଳରେ ଦମ୍ପତି...

Advertisement
Archives

Model This Week