୧୮ ବର୍ଷରୁ କମ୍‌ ପୁରୁଷ କବାଡ଼ି ପ୍ରତିଯୋଗିତା: ଓଡ଼ିଶାରୁ ପ୍ରତିନିଧିତ୍ୱ କରିବେ ଗଞ୍ଜାମର ଚିକୁ ସେଠୀ

ଛତ୍ରପୁର, ୧୦।୭(ଦିଲୀପ ସାମଲ): ଆସନ୍ତା ଅକ୍ଟୋବର ୨୨ରୁ ୩୦ ତାରିଖ ବାହାରିନଠାରେ ୩ୟ ଏସିଆନ୍‌ ୟୁଥ୍‌ ଗ୍ୟାମ୍‌ସ ବାହାରିନ -୨୦୨୫ କବାଡି ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି। ୧୮ ବର୍ଷରୁ କମ ପୁରୁଷ କବାଡ଼ି ପ୍ରତିଯୋଗିତାରେ ଓଡ଼ିଶା ଦଳରୁ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ନରେନ୍ଦ୍ରପୁର ଗ୍ରାମର ଚିକୁ ସେଠୀ ପ୍ରତିନିଧିତ୍ୱ କରିବା ପାଇଁ ମନୋନୀତ ହୋଇଛନ୍ତି। ଏଥିଲାଗି ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।
ନରେନ୍ଦ୍ରପୁର ଗ୍ରାମର ଗୁଣ୍ଡିଚା ସେଠୀଙ୍କ ପୁତ୍ର ଚିକୁ ନିହାତି ଗରିବ ପରିବାରରେ ଜନ୍ମ ହୋଇ ସଂଘର୍ଷ ବଳରେ ସେ ବିଦେଶରେ ଖେଳିବାର ସୁଯୋଗ ହାସଲ କରିଛନ୍ତି। ପୂର୍ବରୁ ସେ ଉତ୍ତରାଖଣ୍ଡରେ ଅନୁଷ୍ଠିତ ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରିଥିବାରୁ ଓଡ଼ିଶା ଦଳ ସ୍ଥାନ ପାଇ ବାହାରନ୍‌ରେ ଆୟୋଜିତ ହେବାକୁ ଥିବା ପ୍ରତିଯୋଗିତାରେ ଭାଗ ନେବା ପାଇଁ ସୁଯୋଗ ପାଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri