୨୭ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୩ ହଜାର ତଳେ ରହିଛି। ଏହା ୨,୧୩୫ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୦ ତଳେ ରହିଛି। ଏହା ୯ ରହିଛି।

ଏହି ସମୟରେ ସକ୍ରିୟ ମାମଲା କମି ୨୬ ହଜାର ୨୯୨ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୩ ହଜାର ୨୦୮ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୮୩୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୧୮ ହଜାର ୫୩୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୬୩ ହଜାର ୪୦୬ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri