Posted inଜାତୀୟ

୩ ଶହ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୫ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ଏହା ୨୨୪ ଛୁଇଁଛି। ଗୋଟିଏ ଦିନତଳେ ଏହା ୩୧୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪ ହଜାର ୫୦୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ହଜାର ୭୦୯ ଥିଲା। ସେହିପରି ୨୪ ଘଣ୍ଟାରେ ୪୨୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୫୭୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୬୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୯୦ ହଜାର ୨୭୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୩ ହଜାର ୯୦୮ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

ଆମେ ୨ ପ୍ରଧାନମନ୍ତ୍ରୀ କରୁ କି ୪ ଆମର ଇଚ୍ଛା, ହେଲେ ତାନାଶାହାଙ୍କୁ ଆସିବାକୁ ଦେବୁ ନାହିଁ: ସଞ୍ଜୟ ରାଉତ

ପୁଣେ,୨୮।୪: ଦେଶରେ ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଛି। ୭ଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନର ୨ ପର୍ଯ୍ୟାୟ ଶେଷ...

ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବିଙ୍କ ସହ ଚକି ପେଷୁଛନ୍ତି ରାଜଶ୍ରୀ

ପାଟନା,୨୮।୪: ବିହାରରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦଳ ଏବଂ ବିରୋଧୀ ଦଳର ନେତାମାନେ ନିର୍ବାଚନ ବୈଠକ କରି ସେମାନଙ୍କ ସପକ୍ଷରେ ସର୍ବସାଧାରଣ ଭୋଟ...

ଭାଜପା କେବେବି ମଜଭୁତ ଭାରତ ଗଢି ପାରିବ ନାହିଁ, ସତରେ କ’ଣ ମୋଦି କହିଛନ୍ତି ଏମିତି? ଜାଣନ୍ତୁ ଭାଇରାଲ…

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନର ୨୦୨୪ର ଅବଶିଷ୍ଟ ପାଞ୍ଚଟି ପର୍ଯ୍ୟାୟ ପାଇଁ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ଭାଜପା...

ଡରୁଛନ୍ତି ରାହୁଲ-ପ୍ରିୟଙ୍କା: ଅର୍ଜୁନ ରାମ ମେଘଓ୍ବାଲ

ନୂଆଦିଲ୍ଲୀ,୨୮।୪: ବିକାନେର ଲୋକ ସଭା ନିର୍ବାଚନମଣ୍ଡଳୀରୁ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ପ୍ରାର୍ଥୀ ଅର୍ଜୁନ ରାମ ମେଘୱାଲ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri