Posted inଜାତୀୟ

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟ ଚାଲିଥିଲା ବେଳେ ଅଚାନକ ଏକ ସ୍ଲାବ୍‌ ଭୁଶୁଡ଼ି ପଡ଼ି ବହୁ ଗାଡ଼ି ଉପରେ ପଡ଼ିଥିଲା। ଫଳରେ ଗାଡ଼ିରେ ଥିବା ଏକାଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲ ନିଆଯାଇଥିଲେ ହେଁ ସେଠାରେ ଜଣଙ୍କର ମୃତ୍ୟୁ ହୋଇଛି।

ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିସ୍‌ ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ଘଟଣାର ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି। ମେଟ୍ରୋ ପ୍ରକଳ୍ପ କାର୍ଯ୍ୟକୁ ନେଇ ସେ ସୁରକ୍ଷା ଦିଗକୁ ନିଶ୍ଚିତ କରିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

‘ଏନ୍‌ଇଇଟି’ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି

ନୂଆଦିଲ୍ଲୀ,୨୧।୮(ପି.ଟି.): ଚଳିତବର୍ଷ ଜୁଲାଇ ୨୦ରେ ହୋଇଥିବା ପାର୍ଲାମେଣ୍ଟ ଘେରାଉ ଆନ୍ଦୋଳନ ବେଳେ ଛାତ୍ରୀଛାତ୍ର ଏବଂ ଯୁବବର୍ଗଙ୍କ ଉପରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri