Posted inଜାତୀୟ

ନିର୍ମାଣଧୀନ ରେଳ ବ୍ରିଜ୍‌ ଭୁଶୁଡିି ୧୭ ମୃତ

ଆଇଜଲ,୨୩।୮: ମିଜୋରାମର ଆଇଜଲରେ ଏକ ନିର୍ମାଣଧୀନ ରେଳ ବ୍ରିଜ୍‌ ଭୁଶୁଡି ପଡ଼ିବାରୁ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ସାଇରଙ୍ଗ ଅଞ୍ଚଳ ନିକଟରେ ଘଟିଥିବା କୁହାଯାଇଛି।

ପୋଲିସର ସୂଚନାନୁସାରେ, ଘଟଣା ସମୟରେ ଏହି ଅଞ୍ଚଳରେ ୩୫-୪୦ ଲୋକ ଥିଲେ। ଏହି ଘଟଣା ଆଇଜଲଠାରୁ ୨୧କିଲୋମିଟର ଦୂରରେ ପୂର୍ବାହ୍ନ ପ୍ରାୟ ୧୦ଟା ସମୟରେ ଘଟିଛି। ବର୍ତ୍ତମାନ ପର୍ଯ୍ୟନ୍ତ ସମସ୍ତ ମୃତଦେହକୁ ବାହାର କରାଯାଇଥିବା ବେଳେ ଆଉ କିଛି ଲୋକଙ୍କ ଉଦ୍ଧାର କାର୍ଯ୍ୟ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡ ବିଧାନସଭା ଘେରାଓ ପୂର୍ବରୁ ରାଞ୍ଚିରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ରାଞ୍ଚି,୧୦।୮: ଛାତ୍ରଙ୍କ ପ୍ରତିବାଦ ଏବଂ ବିଧାନସଭା ଘେରାଉ ଡାକରା ପରେ, ବିଧାନସଭାକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଳୟ ସ୍ଥାପନ କରାଯାଇଛି, ଯାହା ଫଳରେ ବିକ୍ଷୋଭକାରୀମାନେ ସେହି ସ୍ଥାନରେ…

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର…

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

କେବଳ ନଜର ନୁହେଁ

ପଶ୍ଚିମ ଏସିଆରେ ଉତ୍ତେଜନା କମୁନାହିଁ। ଆମେରିକା ଓ ଇସ୍ରାଏଲ ଆଗରେ ଇରାନ୍‌ ନଇଁବାକୁ ନାରାଜ। ବରଂ ମଧ୍ୟପ୍ରାଚ୍ୟରେ ଥିବା ଆମେରିକାର ସାମରିକ ଘାଟି ଉପରେ ତେହରାନ ଆକ୍ରମଣ…

ଆମେରିକାକୁ ଖୋଲା ଧମକ ଦେଇ କଡ଼ା ଭାଷାରେ ଇରାନ କହିଲା, ‘ଆମ ମାଟିରେ ପାଦ ରଖିଲେ, ଆମେ ତୁମର ଗୋଡ଼ କାଟି ଦେବୁ’

ତେହରାନ,୧୦।୮: ଇରାନ ଏବଂ ଆମେରିକା ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ସେନା ୱାଶିଂଟନକୁ ଏକ କଡ଼ା ଚେତାବନୀ ଦେଇଛି। ଇରାନ ସେନାର ସ୍ଥଳସେନାର କମାଣ୍ଡର ବ୍ରିଗେଡିୟର…

ବନ୍ଦ ହେବ ଯୁଦ୍ଧ! ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲାଯିବାକୁ ଟ୍ରମ୍ପ ଆଗ୍ରହୀ; ଆମେରିକା ପରମାଣୁ ପ୍ରସଙ୍ଗକୁ ସ୍ଥଗିତ ରଖିବାକୁ ଇଚ୍ଛୁକ

ଓ୍ବାଶିଂଟନ,୧୦।୮: ହର୍ମୁଜ ପ୍ରଣାଳୀକୁ ଜାହାଜ ଚଳାଚଳ ପାଇଁ ଖୋଲିବା ନେଇ ଇରାନ ଏବଂ ଓମାନ ମଧ୍ୟରେ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତଥାପି, ଇରାନ ସ୍ପଷ୍ଟ କରିଛି…

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri