ତୁମ ନେତୃତ୍ୱରେ ରାଜ୍ୟରେ ବିକାଶ ନୂଆ ଉଚ୍ଚତା ଛୁଇଁବ- ନବୀନ

ଭୁବନେଶ୍ୱର,୨।୫: ତୃତୀୟ ଥର ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ। ଏନେଇ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ” କ୍ରମାଗତ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିବା ମମତାଙ୍କୁ ହୃଦୟରୁ ଶୁଭେଚ୍ଛା। ମୁଁ ନିଶ୍ଚିତ ଯେ, ତୁମ ନେତୃତ୍ୱରେ ରାଜ୍ୟରେ ବିକାଶ ନୂଆ ଉଚ୍ଚତା ଛୁଇଁବ“ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ କରିଛନ୍ତି। ସେହିପରି କେରଳର ମୁଖ୍ୟ ମନ୍ତ୍ରୀ ପିନାରାଇ ବିଜୟନ୍‌, ଆସାମର ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବୋଲ, ତାମିଲନାଡୁ ଡିଏମ୍‌କେ ମୁଖ୍ୟ ଏମ୍‌କେ ଷ୍ଟାଲିନ୍‌ଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ରେ ହୋଇପାରେ ଲଘୁଚାପ

ଭୁବନେଶ୍ୱର,୩।୪(ବ୍ୟୁରୋ): ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା...

ହାଇ ରିସ୍କ ଥିବା ରାଜ୍ୟର ୯ ଜିଲାରେ ଗଡ଼ିବନି ଘରୋଇ ବସ୍‌

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଏପ୍ରିଲ ୧୪ ପରେ ଦେଶରେ ଲକ୍‌ଡାଉନ୍‌ ଅବଧିକୁ ମେ’ ୩ ତାରିଖ ପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କ ପକ୍ଷରୁ ବୃଦ୍ଧି କରାଯାଇଛି। ଏହି ଦ୍ୱିତୀୟ ପର୍ଯ୍ୟାୟ...

ଯୁକ୍ତ୨ ପରୀକ୍ଷା: ଦୈନିକ ଯାଞ୍ଚ ହେବ ଟ୍ୟାଗ୍‌ ସେଣ୍ଟର

ଭୁବନେଶ୍ୱର, ୮।୧୨(ବ୍ୟୁରୋ): ୨୦୨୩ ଯୁକ୍ତ୨ ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା ଶେଷ ହୋଇଥିବା ବେଳେ ତାରିଖ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ କରିବାକୁ ଉଚ୍ଚ ମାଧ୍ୟମିକ...

ମହାନଦୀ ଜଳ ବିବାଦ: କେନ୍ଦ୍ରକୁ ଟ୍ରିବ୍ୟୁନାଲ ନୋଟିସ

ଭୁବନେଶ୍ୱର,୯। ୮(ବ୍ୟୁରୋ): ମହାନଦୀ ଉପରମୁଣ୍ଡରେ ଛତିଶଗଡ଼ କେତୋଟି ବ୍ୟାରେଜ ନିର୍ମାଣ କରିଛି ସେ ନେଇ ତଥ୍ୟ ଦେବାକୁ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଶନିବାର କେନ୍ଦ୍ର...

ମାଟ୍ରିକ ପରୀକ୍ଷା ଦେଲେ ବିଧାୟକ

ସୋରଡ଼ା,୩୦।୭(ଡି.ଏନ୍‌.ଏ.): ମାଟ୍ରିକ ଅଫଲାଇନ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଅସନ୍ତୁଷ୍ଟ ଥିବା ୧୫ ହଜାରରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ଏହା ମଧ୍ୟରେ ତିନିତିନି ଥର...

୪ ରାଜ୍ୟକୁ ଗଲା ୨୫୦ ଟନ୍‌ ଅକ୍ସିଜେନ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ଗତ ୨୪ ଘଣ୍ଟାରେ ରାଜ୍ୟ ବାହାରକୁ ୨୫୦ ଟନ୍‌ ଅକ୍ସିଜେନ ପଠାଯାଇଛି। ପ୍ରାୟ ୧୫ ଟ୍ୟାଙ୍କରରେ ୪ ରାଜ୍ୟକୁ ଏହି...

ଆଳୁ ୧୦, ପିଆଜ କିଲୋ ୫୦

କଟକ ସଦର,୨୮ା୧୨(ଡି.ଏନ୍‌.ଏ.): ରାଜ୍ୟରେ ଆଳୁ ଓ ପିଆଜ ଦର ଆକାଶଛୁଅଁ। ଥିବା ବେଳେ ଶୁକ୍ରବାର କଟକ ସଦର ବ୍ଲକ ଅନ୍ତର୍ଗତ କିଶୋରନଗର ହାଟରେ ଜଣେ ବେପାରୀ...

ଭୁବନେଶ୍ୱର-ଦାରିଙ୍ଗବାଡ଼ି ବସ୍‌ ଦୁର୍ଘଟଣାଗ୍ରସ୍ତ

ଭଞ୍ଜନଗର,୨୯ା୯(ଡି.ଏନ୍‌.ଏ.): ଭୁବନେଶ୍ୱର ଭଞ୍ଜନଗର ଦେଇ ଦାରିଙ୍ଗିବାଡ଼ି ଅଭିମୁଖେ ଯାଉଥିବା ସାରଳା ବସ୍‌ ବୁଧବାର ବିଳମ୍ବିତ ରାତିରେ ନିକଟସ୍ଥ ଜାମପଲ୍ଲୀ ଛକରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ରେ ଥିବା...

Advertisement
Archives

Model This Week