କୁକୁଡ଼ା ଫାର୍ମ ତଳେ ଅଣ୍ଡରଗ୍ରାଉଣ୍ଡ ଡିପୋ: ବିପୁଳ ପରିମାଣର ମଦ ଜବତ, ଜଣେ ଅଟକ

ଅନୁଗୋଳ ଅଫିସ, ୨୯।୩: ଅନୁଗୋଳ ଜିଲା ଜରାସିଂହା ଗ୍ରାମରେ ରବିବାର ସନ୍ଧ୍ୟାରେ ସ୍ପେଶାଲ ସ୍କାର୍ଡ ପୋଲିସ ଚଢ଼ାଉକରି ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିଛି ।
ସୂଚନାନୁସାରେ, ଜରାସିଂହା ଗ୍ରାମର ଜିତେନ୍ଦ୍ର କୁମାର ସାହୁ ନାମକ ଜଣେ ବ୍ୟକ୍ତି ଚୋରା ମଦ କାରବାର କରୁଥିବା ଖବର ପାଇ ସ୍ପେଶାଲ ସ୍କ୍ବାର୍ଟ ଅଫିସର ଦୀନକୃଷ୍ଣ ମିଶ୍ରଙ୍କ ନେତୃତ୍ୱରେ ଏକ ଟିମ୍‌ ଚଢାଉ କରିଥିଲା । ଚଢ଼ାଉ ବେଳେ ଜିତେନ୍ଦ୍ର କରିଥିବା କୁକୁଡା ଫାର୍ମର ଅଣ୍ଡରଗ୍ରାଉଣ୍ଡରେ ଏକ ଘର ଭିତରେ ମଦ ଥିବା ଦେଖିବାକୁ ମିଳିଥିଲା। ଏହି ଘରୁ ପ୍ରାୟ ୨୦ ଲିଟର ଦେଶୀ ମଦ ଓ ୩୦୦ ଲିଟର ବିଦେଶୀ ମଦ ଜବତ କରାଯାଇଛି। ସ୍ପେଶାଲ ସ୍କ୍ବାର୍ଡ ପୋଲିସ ଜବତ ମଦକୁ ଅନୁଗୋଳ ସଦର ଥାନା ପୋଲିସକୁ ହସ୍ତାନ୍ତର କରିଥିବା ବେଳେ ମଦ ବିକ୍ରି କରୁଥିବା ଅଭିଯୋଗରେ ଜିତେନ୍ଦ୍ର ସାହୁକୁ ଅଟକ ରଖିଛି । ଅନେକ ଦିନ ହେଲା ଏହି ଚୋରା ମଦ କାରବାର ଚାଲିଆସୁଥିବା ବେଳେ ପୋଲିସ କିଭଳି ଜାଣି ପାରୁ ନ ଥିଲା ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri