ଜେଲରେ ଜୀବନ ହାରିଲେ ବିଚାରାଧୀନ ବନ୍ଦୀ

ବରଗଡ଼,୨୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କାରାଗାରରେ ସୋମବାର ରାତିରେ ଜଣେ ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ, ଅତାବିରା ଥାନା ଜହ୍ନାପଡା ଗ୍ରାମର ଗିରିଧାରୀ ରୋହିଦାସ(୩୮) । ମୃତ୍ୟୁର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। ଅନ୍ୟପଟେ ବିଳମ୍ବିତ ରାତିରେ ସେ ବିଦ୍ୟୁତ ତାର ଧରି ଆତ୍ମହତ୍ୟା କରିଥିବା କୁହାଯାଉଛି। ଗତ ଅଗଷ୍ଟ ମାସରୁ ମୃତକ ଜଣକ ଏକ ପୋକ୍ସୋ ମାମଲାରେ ଗିରଫ ହୋଇ ବରଗଡ଼ ଜିଲା କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

ରାମଜୀ ଡିଗ୍ରୀ କଲେଜରେ ଯୋଗ ଶିବିର: ମାନସିକ ସୁସ୍ଥତା ପାଇଁ…

ଦିଗପହଣ୍ଡି, ୨୦|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଏକ ଯୋଗ ଶିବିର ଓ ସଚେତନତା…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଦିଗପହଣ୍ଡିରେ ‘ବିକାଶର ଧାରା ଓଡ଼ିଶା ସାରା’ କର୍ମଶାଳା: ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଉପରେ ଚାଷୀଙ୍କୁ …

ଦିଗପହଣ୍ଡି, ୨୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ବିଭାଗ ପକ୍ଷରୁ ଶନିବାର ଦିନ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ‘ବିକାଶର ଧାରା ଓଡ଼ିଶା…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!

ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri