Posted inଜାତୀୟ

କରୋନାରେ ଆଖି ବୁଜିଲେ ଅଣ୍ଡରଓ୍ବାର୍ଲଡ ଡନ ଛୋଟା ରାଜନ

ନୂଆଦିଲ୍ଲୀ, ୭।୫: ଅଣ୍ଡରଓ୍ବାର୍ଲଡ ଡନ ଛୋଟା ରାଜନ କରୋନାରେ ଆଖି ବୁଜି ଛନ୍ତି। କରୋନାରେ ସଂକ୍ରମିତ ହେବା ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ରାଜନଙ୍କ ମୃତ୍ୟୁ ଘଟିଛି। ତିହାର ଜେଲରେ ଥିବା ବେଳେ ସେ କରୋନା ସଂକ୍ରମିତ  ହୋଇଥିଲା। ଏପ୍ରିଲ ଶେଷ ସପ୍ତାହରେ ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିଲା। ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ସୂଚନାଯୋଗ୍ୟ, ୨୦୧୫ରେ ତାଙ୍କୁ ଇଣ୍ଡୋନେସିଆର ବାଲିରୁ ଗିରଫ କରାଯାଇଥିଲା। ଇଣ୍ଡୋନେସିଆ ସରକାର ତାଙ୍କୁ ଭାରତକୁ ପ୍ରତ୍ୟାର୍ପଣ କରିଥିଲେ। ସେ ଭାରତକୁ ଆସିବା ଦିନଠାରୁ ତିହାର ଜେଲରେ ଥିଲେ। ତାଙ୍କ ନାମରେ ଏକାଧିକ ଆପରାଧିକ ମାମଲା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ସିଦ୍ଦାରାମାୟା, ଶିବକୁମାରଙ୍କ ଶପଥ ଗ୍ରହଣ, ସମାରୋହରେ ସାମିଲ ହୋଇପାରନ୍ତି ବିରୋଧୀ ନେତା

ବେଙ୍ଗାଲୁରୁ,୧୯।୫: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ କଂଗ୍ରେସ ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ଏବଂ ଉପମୁଖ୍ୟମନ୍ତ୍ରୀ ଭାବେ ଡି.କେ ଶିବକୁମାର ଶନିବାର ଶପଥ...

ବିଦେଶୀ ଯାତ୍ରୀଙ୍କ ପାଇଁ ୭ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ

ନୂଆଦିଲ୍ଲୀ, ୨୨।୭: କରୋନା ସଂକ୍ରମଣ ଯୋଗୁ ଦିଲ୍ଲୀର ସ୍ଥିତି ଅଣାୟତ୍ତ ରହିଛି। ଏପରିସ୍ଥଳେ ଅଧିକ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦିଲ୍ଲୀ ବିମାନ ବନ୍ଦର ପକ୍ଷରୁ...

ହାଇକୋର୍ଟରେ ଖାଲି ପଡ଼ିଥିବା ବିଚାରପତି ପଦବୀ ନେଇ ସୁପ୍ରିମ୍‌କୋର୍ଟଙ୍କ ସ୍ପଷ୍ଟୀକରଣ…

ନୂଆଦିଲ୍ଲୀ,୭।୧ : ହାଇକୋର୍ଟରେ ଖାଲି ପଡ଼ିଥିବା ବିଚାରପତିଙ୍କ ପଦବୀ ସମ୍ପର୍କରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ସ୍ପଷ୍ଟୀକରଣ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଗୋଟିଏ କୋର୍ଟରୁ ଅନ୍ୟ...

୩୫ ଜଣ ଯାତ୍ରୀଙ୍କୁ ଛାଡି ୫ ଘଣ୍ଟା ପୂର୍ବରୁ ଉଡିଗଲା ବିମାନ

ଅମ୍ରିତସର,୧୯ ।୧: ପୁଣିଥରେ ହଟାହଟା ହେଲେ ବିମାନ ଯାତ୍ରୀ । ଅମ୍ରିତସରରୁ ସିଙ୍ଗାପୁର ଯାଉଥିବା ଏକ ବିମାନ ତା’ର ନିର୍ଦ୍ଧାରିତ ସମୟ ପୂର୍ବରୁ ଚାଲିଯିବାରୁ ପ୍ରାୟ...

ଓମିକ୍ରନ୍‌ ଏବେ ଛୋଟ ସହର-ଗାଁ ମୁହାଁ…

ନୂଆଦିଲ୍ଲୀ, ୨୪।୧ : ଭାରତରେ କରୋନା ମହାମାରୀର ତୃତୀୟ ଲହର ବିଷୟରେ ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି। କେରଳର କୋଚି, ଆଇଏମଏରେ କରୋନା ଟାସ୍କ ଫୋର୍ସର ଉପଦେଷ୍ଟା...

କର୍ନାଟକ: କଂଗ୍ରେସକୁ ମିଳିପାରେ ଅଧିକ ଆସନ

ବେଙ୍ଗାଲୁରୁ,୧୧ା୫: ୨୨୪ ଆସନ ବିଶିଷ୍ଟ କର୍ନାଟକ ବିଧାନସଭା ନିର୍ବାଚନକୁ ନେଇ ଏକ୍‌ଜିଟ୍‌ ପୋଲ୍‌ ଏଥର ମଧ୍ୟ ଝୁଲା ସ୍ଥିତିର ସଙ୍କେତ ଦେଇଛି। ରାଜ୍ୟବାସୀ ଦୀର୍ଘ ୩୮...

ବିବାହରେ ବର ଭାଙ୍ଗିଲେ ଧନୁ

ସାରନ,୨୮।୬: ତ୍ରେତୟାଯୁଗରେ ଭଗବାନ ଶ୍ରୀରାମଙ୍କ ସ୍ବୟଂମ୍ବରରେ କଥା ସମସ୍ତେ ଜାଣିଥିବେ ଓ ଶୁଣିଥିବେ। କିନ୍ତୁ କଳିଯୁଗରେ ସ୍ବୟଂମ୍ବର ଆୟୋଜିତ ହେବା କଥା କେବେ ଶୁଣିଛନ୍ତି କି।...

ଦେଶର ଏକମାତ୍ର ଆଦିବାସୀ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ବିରୋଧୀ ମୋ ସରକାରକୁ ଅସ୍ଥିର କରିବାକୁ ଚେଷ୍ଟା କରୁଛନ୍ତି: ହେମନ୍ତ ସୋରେନ

ରାଞ୍ଚି,୧୩।୯: ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବୁଧବାର ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ମୁଁ ଦେଶର ଏକମାତ୍ର ଆଦିବାସୀ ମୁଖ୍ୟମନ୍ତ୍ରୀ, ତେଣୁ ବିରୋଧୀମାନେ ମୋ ସରକାରକୁ ଅସ୍ଥିର...

Advertisement
Archives

Model This Week