ନା ମରିଛନ୍ତି ଅଣ୍ଡର ଓ୍ବାର୍ଲଡ ଡନ, ନା ଦିଆଯାଇଛି ବିଷ, ଗୁଇନ୍ଦା ରିପୋର୍ଟରେ ଆସିଲା ଚମକାଇବା ଭଳି ତଥ୍ୟ

ଇସଲାମାବାଦ,୧୯।୧୨: ମୋଷ୍ଟ ଓ୍ବାଣ୍ଟେଡ ଅଣ୍ଡରୱାଲର୍‌ଡ ଡନ ଦାଉଦ ଇବ୍ରାହିମଙ୍କୁ ବିଷ ଦିଆଯାଇଥିବା ଖବର ସୋମବାର ହେଡଲାଇନରେ ଥିଲା। ଜଣେ ପାକିସ୍ତାନୀ ସାମ୍ବାଦିକ ସୋସିଆଲ ମିଡିଆରେ କହିଛନ୍ତି ଯେ ଦାଉଦଙ୍କୁ ପାକିସ୍ତାନର କରାଚିରେ ଭର୍ତ୍ତି କରାଯାଇଛି, କିନ୍ତୁ ଏହି ଦାବି ପଛରେ ସତ୍ୟତା କେହି ଜାଣି ନାହାଁନ୍ତି। ପାକିସ୍ତାନୀ ଖବରକାଗଜ ମଧ୍ୟ ଦାଉଦଙ୍କ ବିଷୟରେ କୌଣସି ବିଶେଷ କଭରେଜ ଦେଇନାହିଁ । ପାକିସ୍ତାନର କିଛି ଖବରକାଗଜ ସୋସିଆଲ ମିଡିଆ ସମ୍ବାଦକୁ ଉଦ୍ଧୃତ କରି ଦାଉଦଙ୍କ ଖବର ଲେଖୁଥିଲେ।
ଏହି ସମୟ ମଧ୍ୟରେ, ଏହା ପ୍ରକାଶ ପାଇଛି ଯେ, ଦାଉଦ ସଂପୂର୍ଣ୍ଣ ଠିକ ଅଛନ୍ତି ଏବଂ ତାଙ୍କ ସହିତ କିଛି ହୋଇନାହିଁ । ଇଣ୍ଡିଆ ଟୁଡେ ର ବିଶ୍ୱସ୍ତ ଗୁପ୍ତଚର ସୂତ୍ର ଦାଉଦ ଡାକ୍ତରଖାନାରେ ଭର୍ତ୍ତି କିମ୍ବା ମୃତ୍ୟୁ ଖବରକୁ ପ୍ରତ୍ୟାଖ୍ୟାନ କରିଛି।
ଏହି ଅଣ୍ଡର ଓ୍ବାର୍ଲଡ ଡନଙ୍କ ପ୍ରକୃତ ନାମ ହେଉଛି ଶେଖ ଦାଉଦ ଇବ୍ରାହିମ କାସ୍କର। ତାଙ୍କ ପିତା ଶେଖ ଇବ୍ରାହିମ ଅଲି କାସ୍କର ମୁମ୍ବାଇ ପୋଲିସର ହାବିଲଦାର ଥିଲେ। ଆର୍ଥିକ ପ୍ରତିବନ୍ଧକ ହେତୁ ତାଙ୍କ ପିତା ତାଙ୍କର ପାଠବଢରା ବନ୍ଦ କରି ଦେଇଥିଲେ। ଏହା ପରେ ସେ ଅପରାଧ ଜଗତକୁ ଆସିଥିଲେ। ପ୍ରଥମେ ସେ ତତ୍କାଳୀନ ଡନ ହାଜି ମସ୍ତାନଙ୍କ ସହ କାମ କଲେ ଏବଂ ପରେ ତାଙ୍କଠାରୁ ଅଲଗା ହୋଇ ଦୁବାଇରୁ କାମ ଆରମ୍ଭ କଲେ। ୧୯୯୩ରେ ମୁମ୍ବାଇ ସିରିଏଲ ବିସ୍ଫୋରଣରେ ଦାଉଦଙ୍କର ହାତ ଥିବା କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri