Posted inଜାତୀୟ

ସହରାଞ୍ଚଳରେ କମୁଛି ବେରୋଜଗାରୀ

ନୂଆଦିଲ୍ଲୀ,୭।୯(ଆଇଏଏନ୍‌ଏସ୍‌): ଗତ ଏପ୍ରିଲ-ଜୁନ୍‌ ତ୍ରୈମାସିକରେ ଭାରତର ସହରାଞ୍ଚଳରେ ବେରୋଜଗାରୀ ହାରରେ ଉନ୍ନତି ଘଟିଥିବା ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ ରିପୋର୍ଟରୁ ଜଣାପଡ଼ିଛି। ଏହି ତ୍ରୈମାସିକରେ ବେରୋଜଗାରୀ ହାର ୭.୬%କୁ ହ୍ରାସ ପାଇଛି, ଯାହାକି ପୂର୍ବବର୍ଷ ୧୨.୬ ପ୍ରତିଶତ ଥିଲା। ଦେଶର ଅର୍ଥନୀତି କୋଭିଡ୍‌ଜନିତ ମାନ୍ଦାବସ୍ଥାରୁ ମୁକୁଳି ଆସିଥିବାର ଏହା ସ୍ପଷ୍ଟ ସୂଚନା। ଗତ ମାର୍ଚ୍ଚରେ ଶେଷ ହୋଇଥିବା ତ୍ରୈମାସିକରେ ସହରାଞ୍ଚଳ ବେରୋଜଗାରୀ ହାର ୮.୨ ପ୍ରତିଶତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri