ଓମିକ୍ରନ୍‌ ଯୋଗୁ ବେକାରୀ ହାର ୭.୯ ପ୍ରତିଶତ…

ନୂଆଦିଲ୍ଲୀ, ୩।୧ : ଦେଶରେ ବେକାରୀ ହାର ୨୦୨୧ ଡିସେମ୍ବରରେ ୭.୯ ପ୍ରତିଶତ ଛୁଇଁଛି। ଏନେଇ ସେଣ୍ଟର ଫର୍‌ ମନିଟରିଂ ଇଣ୍ଡିଆନ୍‌ ଇକୋନୋମି (ସିଏମଆଇଇ) ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। କେତେକ ରାଜ୍ୟରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ର ସଂକ୍ରମଣ ବୃଦ୍ଧି ଯୋଗୁ ଆର୍ଥିକ କାରବାର ପ୍ରଭାବିତ ହେବାରେ ଲାଗିଥିବା ରିପୋର୍ଟରେ ଦର୍ଶାଯାଇଛି।]

୨୦୨୧ ନଭେମ୍ବରରେ ଏହା ୭ ପ୍ରତିଶତ ଥିଲା। ସେହିପରି ଅଗଷ୍ଟରେ ଏହା ୮.୩ ପ୍ରତିଶତ ଥିଲା। ୨୦୨୧ ମେ‘ରେ ଦେଶରେ ବେକାରଙ୍କ ହାର ଶୀର୍ଷରେ ପହଞ୍ଚିଥିଲା। ଏହି ମାସରେ ଏହା ୧୧.୮୪ ପ୍ରତିଶତ ରହିଥିଲା।
ସିଏମଆଇଇର ପ୍ରକାଶିତ ତଥ୍ୟକୁ ଅର୍ଥଶାସ୍ତ୍ରୀ ଏବଂ ନୀତି ନିର୍ମାତାଙ୍କ ଦ୍ୱାରା ତୀକ୍ଷଣ ଭାବେ ତଦାରଖ କରାଯିବା ପରେ ଜାରି ହୋଇଛି।

ଡିସେମ୍ବରରେ ଦେଶରେ ସହରାଞ୍ଚଳରେ ବେକାରଙ୍କ ସଂଖ୍ୟା ବୃଦ୍ଧି ପାଇ ୯.୩ ପ୍ରତିଶତ ହୋଇଥିବାବେଳେ ନଭେମ୍ବରରେ ୮.୨ ପ୍ରତିଶତ ଥିଲା। ସେହିପରି ଗ୍ରାମାଞ୍ଚଳରେ ବେକାରଙ୍କ ହାର ବୃଦ୍ଧି ପାଇ ୭.୩ ପ୍ରତିଶତ ହୋଇଛି। ନଭେମ୍ବରରେ ଏହା ୬.୪ ପ୍ରତିଶତ ଥିଲା।

ସିଏମଆଇଇର ଓ୍ବେବସାଇଟ୍‌ରେ ପ୍ରକାଶିତ ତଥ୍ୟରେ ଦର୍ଶାଯାଇଛି ଯେ ଓମିକ୍ରନ୍‌ ସଂକ୍ରମଣ ଯୋଗୁ ଏଭଳି ବେକାର ସଙ୍କଟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ,୨୭ା୯(କଳ୍ପତରୁ ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ…

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

CJP ବିକ୍ଷୋଭର ଉଦାହରଣ ଦେଇ ସରକାରଙ୍କ ଉପରେ ବର୍ଷିଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୭।୯: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ୨୦୨୫ ସେପ୍ଟେମ୍ବର ୨୪ରେ ଲଦାଖରେ ଘଟିଥିବା ହିଂସାକାଣ୍ଡ ଏବଂ ପୋଲିସ ଗୁଳିଚାଳନା ଘଟଣାର ପ୍ରଥମ ବାର୍ଷିକୀ ଅବସରରେ ଅନେକ ପ୍ରଶ୍ନ…

ଭିଡ଼ିଓ ଭାଇରାଲ, ହଠାତ ଚମକିଲେ ଐଶ୍ୱର୍ଯ୍ୟା, ଆରାଧ୍ୟାଙ୍କୁ ମିସ୍‌ କଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୀର୍ଘ ଦିନ ଧରି ବଡ଼ ପରଦାରୁ ଦୂରେଇ ରହିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ରୁହନ୍ତି। ନିକଟରେ ଶନିବାର…

ପଡ଼ିଆରେ କ୍ରିକେଟ୍‌ ଖେଳୁଥିଲେ ଏଆର୍‌ଆଇ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…

ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍‌ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍‌ଆଇ ପି. ରାଜେଶଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?